Posted inଜାତୀୟ

କଂଗ୍ରେସକର୍ମୀଙ୍କୁ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କର୍ମୀଙ୍କୁ ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ କହିଛନ୍ତି। ଏକ୍‌ଜିଟ୍‌ ପୋଲ୍‌ ଉପରେ ବିଶ୍ୱାସ ନ କରି ନିଜ ଉପରେ ଭରସା ରଖିବାକୁ ରାହୁଲ ପରାମର୍ଶ ଦେଇଛନ୍ତି। କଂଗ୍ରେସ ଦଳ ଉପରେ ଭରସା ରଖିବା ସହିତ ରାହୁଲ କହିଛନ୍ତି ଯେ, କର୍ମୀମାନେ କରିଥିବା ନିଜ ନିଜର କାର୍ଯ୍ୟ ତଥା ପରିଶ୍ରମ ଉପରେ ବିଶ୍ୱାସ ରଖିବାର ଆବଶ୍ୟକତା ରହିଛି। ସତ୍‌ ପରିଶ୍ରମ କେବେ ମଧ୍ୟ ବୃଥା ହେବ ନାହିଁ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରୁ ବାଦ୍‌ ପଡ଼ିଲେ ସାଜିଦ୍‌:ବୋରିସ୍‌ ମୁଖ୍ୟ ଦାବିଦାର

ଲଣ୍ଡନ,୨୧।୬(ପି.ଟି./ଏ.ଏଫ୍‌.ପି.):ବ୍ରିଟେନ ପ୍ରଧାନମନ୍ତ୍ରୀ ଥେରେସା ମେ’ଙ୍କ ଇସ୍ତଫା ପରେ ତାଙ୍କ ପଦରେ କିଏ ଅବସ୍ଥାପିତ ହେବ ତାକୁ ନେଇ କଞ୍ଜର୍ଭେଟିଭ୍‌ ପାର୍ଟିରେ ଜୋର୍‌ଦାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ଏହି...

ଗୁରୁ ଗୋବିନ୍ଦ ସିଂହଙ୍କ ୩୫୩ତମ ଜୟନ୍ତୀ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨।୧: ଶିଖ୍‌ଙ୍କ ୧୦ମ ଧର୍ମଗୁରୁ ଗୋବିନ୍ଦ ସିଂହଙ୍କ ଗୁରୁବାର ୩୫୩ତମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କେୟା...

ବର୍ଷା ପାଇଁ କର୍ନାଟକରେ ବେଙ୍ଗୁଲୀ-ବେଙ୍ଗ ବାହାଘର

ଉଡ୍ଡୁପି,୯।୬: ବର୍ଷା ପାଇଁ କର୍ନାଟକ ଉଡ୍ଡୁପିରେ କରାଯାଇଛି ଏକ ନିଆରା ବାହାଘର। ଏଠାରେ ପରମ୍ପରା ଅନୁସାରେ ପ୍ରତିବର୍ଷ ବେଙ୍ଗୁଲୀ-ବେଙ୍ଗ ବାହାଘର ହୋଇଥାଏ। ଚଳିତ ବର୍ଷ ମଧ୍ୟ...

ଏନ୍‌ଡିଏ ନେତାଙ୍କ ପାଇଁ ରାତ୍ରଭୋଜିର ଆୟୋଜନ କଲେ ଶାହ

ନୂଆଦିଲ୍ଲୀ,୨୦।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ଏନ୍‌ଡିଏ ନେତାଙ୍କ ପାଇଁ ମଙ୍ଗଳବାର ଏକ ରାତ୍ରଭୋଜିର ଆୟୋଜନ କରିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,...

ମୋଦି ସରକାରରେ ମନ୍ତ୍ରୀ ହେବାର ଥିଲେ ଟେଲିଫୋନ୍‌ ଚାର୍ଜ ରଖିବା ଜରୁରୀ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି...

ଅଗଷ୍ଟ ୫ରୁ ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୫ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଛି: ସେନା

ଶ୍ରୀନଗର,୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସିତ ଭାଜପା ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦେବା ପରେ ସେଠାରେ ପରିସ୍ଥିତିକୁ ଶାନ୍ତ ରଖିବାକୁ ସବୁ ପ୍ରକାର ପ୍ରୟାସ...

ଡ୍ରାଇଭର ପାଇଁ ରୋଜା ରଖିଲେ ବନ ଅଧିକାରୀ

ମୁମ୍ବାଇ,୩୧।୫: ବହୁ ସ୍ଥାନରେ ଧର୍ମ ନାଁରେ ଦଙ୍ଗା, ମାରପିଟ୍‌ ଓ ରାଜନୀତି ହେଉଥିବା ଦେଖିବାକୁ ମିଳିଥାଏ। ହେଲେ ମହାରାଷ୍ଟ୍ରରେ ହିନ୍ଦୁ-ମୁସଲମାନ ଭାଇଚାରାର ଏକ ଜ୍ୱଳନ୍ତ ଉଦାହରଣ...

ଗୁରୁଦାସପୁରରେ ନିଜର ପ୍ରତିନିଧି ନିଯୁକ୍ତ କଲେ ସନ୍ନି: କଂଗ୍ରେସ କହିଲା ଜନତାଙ୍କୁ ଧୋକା

ଗୁରୁଦାସପୁର,୨।୭:ବଲିଉଡ୍‌ ଅଭିନେତା ତଥା ଏମ୍‌ପି ସନ୍ନି ଦେଓଲ ନିଜ ନିର୍ବାଚନ ମଣ୍ଡଳି ଗୁରୁଦାସପୁରରେ ଜଣେ ଲେଖକଙ୍କୁ ନିଜର ପ୍ରତିନିଧି ଭାବେ ନିଯୁକ୍ତ କରିଛନ୍ତି। ଏହାକୁ ନେଇ...

Leave a comment

Your email address will not be published. Required fields are marked *