ବିଜେପୁର ଉପନିର୍ବାଚନ: କମିଟି ଗଠନ କଲା ବିଜେଡି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ଏକ ସମନ୍ବୟ କମିଟି ଗଠନ କରିଛି। ଏଥିରେ ନିରଞ୍ଜନ ପୂଜାରୀ, ସୁଶାନ୍ତ ସିଂହ, କଳିକେଶ ସିଂଦେଓ ଓ ସଞ୍ଜୟ ଦାସବର୍ମା ରହିଛନ୍ତି। ଏମାନେ ବିଭିନ୍ନ ସ୍ଥାନରେ ନେତାଙ୍କୁ ଦାୟିତ୍ୱ ଦେବା ସହ ପୂରା ନିର୍ବାଚନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ସୂଚନା ମିଳିଛି।


All Right Reserved By Dharitri.Com

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଝଟକା: ସେବା ଯୋଗାଇବାକୁ ମନା କଲେ ନର୍ସିଂହୋମ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଜୋରଦାର ଝଟକା ଲାଗିଛି। ସ୍ବାସ୍ଥ୍ୟସେବା ଯୋଗାଉଥିବା ପାଖାପାଖି ୩୦୦ ନର୍ସିଂହୋମ ସେମାନଙ୍କ ସେବା ବନ୍ଦ କରିଦେଇଛନ୍ତି।...

ରାଜ୍ୟରେ ଗଞ୍ଜେଇ ଚାଷକୁ ଅନୁମତି ଦିଆଯିବ ନାହିଁ: ଅବକାରୀ ସଚିବ

ଭୁବନେଶ୍ୱର,୧୯୧୧(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚାଷ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଅବକାରୀ ସଚିବ ସୁଶୀଲ କୁମାର ଲୋହାନି ସୂଚନା ଦେଇଛନ୍ତି। ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା...

ପିଲାଙ୍କ ଭବିଷ୍ୟତ ଗଠନରେ ଜେଜେମା’ ଓ ଜେଜେବାପାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ପିଲାଙ୍କ ଉତ୍ତମ ଚରିତ୍ର ଓ ଭବିଷ୍ୟତ ଗଠନରେ ଜେଜେମା’ ଓ ଜେଜେବାପାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ସେମାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଶନିବାର...

ଅଧିକ ସହାୟତା ଦାବି କଲା ଆଇନସେବା ପ୍ରାଧିକରଣ

ଢେଙ୍କାନାଳ ଅଫିସ,୧୧ା୬ଢେଙ୍କାନାଳ ଅଳସୁଆ ହାଟଠାରେ ରବିବାର ଏକ ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡି ୪ଜଣ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୫ଜଣ ଆହତ...

ଜନନୀ ଯନ୍ତ୍ରଣା : ଷ୍ଟ୍ରେଚରରେ ୧୨ କି.ମି. ବୁହା ହେଲେ ଗର୍ଭବତୀ

ଭବାନୀପାଟଣା,୨୨।୮(ସ୍ବ.ପ୍ର.): ରାସ୍ତା ଓ ପୋଲ ନ ଥିବାରୁ ଜଙ୍ଗଲ ରାସ୍ତା ଦେଇ ନାଳ ପାର କରି ଜଣେ ଗର୍ଭବତୀଙ୍କୁ ୧୨ କି.ମି. ଷ୍ଟ୍ରେଚରରେ ବୋହି ଡାକ୍ତରଖାନା...

୪ ବର୍ଷ ପରେ ବି ହଟିଲାନି ଗ୍ରାମପଞ୍ଚାୟତ ଲେଖାଥିବା ଗେଟ

ଚମ୍ପୁଆ, ୬।୮(ଡି.ଏନ.ଏ.)- ୪ ବର୍ଷ ପରେ ବି ଚମ୍ପୁଆ ଏନଏସିର ମୁଖ ଶାଳାରେ ଥିବା ଗେଟରେ ଏବେବି ଚମ୍ପୁଆ ପଞ୍ଚାୟତ ଲେଖା ହୋଇଥିବା ଦେଖିବାକୁ ମିଳିଛି।...

ସରକାରୀ ନିର୍ଦ୍ଦେଶକୁ ବେଖାାତିର: ସ୍କୁଲ ବ୍ୟାଗ୍‌ର ଓଜନ କମିଲାନି

ବଡବିଲ, ୧୧।୯(ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବ୍ୟାଗର ଓଜନ କମାଇବାକୁ ଦିଆଯାଇଥିବା ନିର୍ଦ୍ଦେଶନାମା ପାଳନ ହେଉ ନ ଥିବା ଅଭିଯୋଗ...

ତିନି ଦିନ ଯାଏ ବର୍ଷା

ଭୁବନେଶ୍ୱର, ୬।୮(ବ୍ୟୁରୋ): ଆସନ୍ତା ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଲାଗି ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା...

Leave a comment

Your email address will not be published. Required fields are marked *