ଅବକାରୀ ଚଢାଉ, ୬ ଗିରଫ

ବଇଣ୍ଡା,୧୮ା୯(ଡି.ଏନ.ଏ): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଠାକୁରଗଡ଼ ଥାନାର ବିଭିନ୍ନ ଗ୍ରାମରେ ଚଢାଉ କରାଯାଇ ୮୫ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଠାକୁରଗଡ଼ ଥାନା ରାଜିଙ୍ଗ ଗ୍ରାମର କୁମାରୀ ବେହେରା, ନବଘନ ବେହେରା, ଟାପଢୋଲ ଗ୍ରାମର ଶଶି ନାୟକ, ବରଡିପ ଗ୍ରାମର କୁନା ବେହେରା, ଖମାର ଗ୍ରାମର ଦ୍ୱାରୀ ବେହେରା, ଉଚ୍ଛାପୁର ଗ୍ରାମର ଶଙ୍କର ବେହେରା। ଏମାନେ ଘରେ ବେଆଇନ ଭାବେ ମଦ ବିକ୍ରି କରୁଥିବା ଖବରପାଇ ଅବକାରୀ ନିରୀକ୍ଷକ ସୁମତି ତ୍ରିପାଠୀ, ଉପନିରୀକ୍ଷକ ଭକ୍ତବତ୍ସ ବର୍ମା, ପ୍ରଫୁଲ୍ଲ କୁମାର ପତି, ରମାକାନ୍ତ ଚାନ୍ଦ, ଅରୁଣ ଚାଉଳିଆ ପ୍ରମୁଖ ଚଢାଉ କରିଥିଲେ।


All Right Reserved By Dharitri.Com

ଚିକିତ୍ସା ଭତ୍ତା ଦାବିକଲା ଅବସରପ୍ରାପ୍ତ କର୍ମଚାରୀ ମହାସଂଘ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଓଡ଼ିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘର ୫ମ ଦ୍ୱିବାର୍ଷିକ ରାଜ୍ୟ ସମ୍ମିଳନୀ ବୁଧବାର ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀରେ ରାଜ୍ୟ ପେନ୍‌ସନ୍‌ଭୋଗୀଙ୍କ ମୁଖ୍ୟ...

ଶିକ୍ଷକ ନିଯୁକ୍ତି ଦାବିରେ ବିଇଓ କାର୍ଯ୍ୟାଳୟରେ ଧାରଣା

ବଡ଼ସାହି,୩୦ା୮(ସ୍ବ.ପ୍ର)-ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦାବିରେ ଗୁରୁବାର ପୂର୍ବାହ୍ନରେ ବଡ଼ସାହି ବ୍ଲକ ଶିକ୍ଷାଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାଳଗାଁ ପଞ୍ଚାୟତର ପାଳପାଟଣା ଗ୍ରାମବାସୀ ଧାରଣା ଦେଇଥିଲେ। ଗ୍ରାମରେ...

ପ୍ରଥମ ଦିନରେ ୬୩୩ଜଣଙ୍କୁ ଧରାଗଲା ଚାଲାଣ: ଏଣିକି ଅନ୍‌ଲାଇନରେ ଲର୍ନିଂ ଲାଇସେନ୍ସ, ଫିଟ୍‌ନେସ

ଭୁବନେଶ୍ୱର,୩।୧୨:(ବ୍ୟୁରୋ): ଆଗକୁ ଆଉ ଲର୍ନିଂ ଲାଇସେନ୍ସ କାଗଜରେ ଦିଆଯିବ ନାହିଁ। ଏଥର ଏହା ଅନ୍‌ଲାଇନ ମାଧ୍ୟମରେ ମିଳିବ। ଆର୍‌ଟିଓ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ସେହିପରି...

ସ୍ବର୍ଗଦ୍ୱାର ପୁନରୁଦ୍ଧାର ଲାଗି ଉଚ୍ଛେଦ ଜାରି:ମୃତଦେହ ଦାହ ପାଇଁ ପ୍ରତିବନ୍ଧକ ନାହିଁ

ପୁରୀ ଅଫିସ,  ୧୩।୧୨:ସ୍ବର୍ଗଦ୍ୱାର ପୁନରୁଦ୍ଧାର ପାଇଁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏଠାରେ ଥିବା ଏକାଧିକ ପୁରୁଣା କୋଠା ଭଙ୍ଗାଯାଉଛି। ଗୁରୁବାର ୩ୟ ଦିନରେ ଚିମିନ,...

ଜରାଜୀର୍ଣ୍ଣ ଅବସ୍ଥାରେ ଗାନ୍ଧୀପାର୍କ

ଆଠମଲ୍ଲିକ, ୩୦।୭(ଡି.ଏନ.ଏ.)ଜନସାଧାରଣଙ୍କ ଚିତ୍ତବିନୋଦନ ଏବଂ ଅଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଆଠମଲ୍ଲିକ ସହର ପ୍ରବେଶ ଦ୍ୱାରରେ ନିର୍ମାଣ ହୋଇଥିଲା ଗାନ୍ଧୀପାର୍କ। ହେଲେ ପରିଚାଳନାଗତ ଅବ୍ୟବସ୍ଥାରୁ ଏହା...

ଦୋକାନରେ ପଶିବାବେଳେ ଧରାପଡ଼ିଲେ ୨ ଚୋର

ଧାମନଗର,୧୫।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଖାରିଜକୋରୁଆ ବଜାରରେ ସୁବାସ ପଣ୍ଡାଙ୍କ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଜଣେ ଚୋର ପଶି ଚୋରି କରୁଥିବାବେଳେ ସୁବାସ...

ବିଶାଖା ଏକ୍ସପ୍ରେସ ଦୁଇଭାଗ ହୋଇ ଗଡ଼ିଲା: ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଲେ ଯାତ୍ରୀ

ବାଲୁଗଁ।,୩ା୧୧ (ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ବାଲୁଗଁା-ଚିଲିକା ଷ୍ଟେଶନ ମଧ୍ୟସ୍ଥ ବଡକୁଳ ଲେଭଲ କ୍ରସିଂଠାରେ ଶନିବାର ପୂର୍ବାହ୍ନରେ ବିଶାଖା ଏକ୍ସପ୍ରେସ ଟ୍ରେନ ଚଳନ୍ତା ଅବସ୍ଥାରେ...

ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ: ପରୀକ୍ଷା ହେବ ୧୧ ଖାଦ୍ୟ ନମୁନା

ଅନୁଗୋଳ ଅଫିସ, ୧୩।୧୦ – ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ...

Leave a comment

Your email address will not be published. Required fields are marked *