Posted inଜାତୀୟ

୭ ଗାଈଙ୍କୁ ବଳାତ୍କାର କରି ଜେଲରେ ଅଭିଯୁକ୍ତ

ଅଯୋଧ୍ୟା, ୨୨।୫: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଥିବା ଏକ ଗୋଶାଳାରେ ୭ ଗାଈଙ୍କୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, କରତାଲିଆ ଗୋଶାଳାରେ ରାଜ କୁମାର ନାମକ ଜଣେ ଯୁବକ କାମ କରୁଥିଲେ। ଗୋଶାଳାରେ କେହି ନ ଥିବାର ସୁଯୋଗ ଦେଖି ଯୁବକ ଜଣଙ୍କ ଗାଈଙ୍କ ସହ ବଳାତ୍କାର କରିଥିଲେ। ସିସିଟିଭି ଫୁଟେଜ୍‌ ଜଣାପଡିବା ପରେ ସ୍ଥାନୀୟ ଲୋକେ ତାଙ୍କୁ ପିଟିବା ସହ ପୋଲିସର ଜିମା ଦେଇଥିଲେ। ଅଭିଯୁକ୍ତଙ୍କୁ ପଶୁଙ୍କ ସହ କ୍ରୁର କାର୍ଯ୍ୟ ପାଇଁ ଆଇପିସି ଧାରା ୩୭୬ ଏବଂ ଧାରା ୫୧୧ ଅନୁଯାୟୀ ଯୁବକଙ୍କୁ ଗିରଫ କରାଯାଇଛି ବୋଲି ଅଯୋଧ୍ୟା ଏସଏସପି ଯୋଗେନ୍ଦ୍ର କୁମାର କହିଛନ୍ତି।


All Right Reserved By Dharitri.Com

ଜିନ୍ନା ଥିଲେ ଧର୍ମନିରପେକ୍ଷ ନେତା; କଂଗ୍ରେସ ଯୋଗୁ ହୋଇଥିଲା ଦେଶ ବିଭାଜନ

କୋଲକାତା,୨୨।୧: ଭାରତ ବିଭାଜନ ନେଇ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ତଥା ପଶ୍ଚିମବଙ୍ଗ ଭାଜପା ଉପାଧ୍ୟକ୍ଷ ଚନ୍ଦ୍ର କୁମାର ବୋଷ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ...

ସୁପ୍ରିମକୋର୍ଟଙ୍କ ଉପରେ ବିଶ୍ୱାସ ଅଛି, ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବ ଫାଶୀ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୨୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଖୁଣ୍ଟରେ ଝୁଲିବାକୁ ଥିବା ୪ ଅଭିଯୁକ୍ତ ନୂଆ ନୂଆ ଭେଳିକି ଦେଖାଉଛନ୍ତି। ଆସନ୍ତା ଫେବୃଆରୀ...

୩ ନମ୍ବର ଜେଲକୁ ଦୋଷୀ ସ୍ଥାନାନ୍ତର: ଫାଶୀ ବିଳମ୍ବକୁ ନେଇ ଭାଜପା-ଏଏପି ବାକ୍‌ଯୁଦ୍ଧ

ନୂଆଦିଲ୍ଲୀ,୧୭।୧(ପି.ଟି.):ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଅପରାଧୀଙ୍କୁ ଗୁରୁବାର ତିହାର ଜେଲ୍‌ କମ୍ପ୍ଲେକ୍ସର ୩ ନମ୍ବର ଜେଲ୍‌କୁ ନିଆଯାଇଛି, ଯେଉଁଠି ସେମାନଙ୍କୁ...

ଭାଜପା ନେତାଙ୍କ ବୟାନ୍‌, ଖୁବଶୀଘ୍ର ଭାଜପାରେ ଯୋଗଦେବେ ଧୋନୀ

ନୂଆଦିଲ୍ଲୀ, ୧୨।୭: ଆଇସିସ ବିଶ୍ୱକପରେ ଭାରତ ବିଶ୍ୱକପରୁ ବିଦାୟ ନେବାପରେ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏହି...

ଅବସରର ୪୦ ବର୍ଷ ପରେ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଏକ କୋଟି ଟଙ୍କା ଦାନ କଲେ ୭୪ ବର୍ଷୀୟ ବ୍ୟକ୍ତି

ନୂଆଦିଲ୍ଲୀ,୧୬।୭: ସିବିଆର୍‌ ପ୍ରସାଦ ନାମକ ଜଣେ ବ୍ୟକ୍ତି ଅବସରର ୪୦ ବର୍ଷ ପରେ ତାଙ୍କର ସମସ୍ତ ପେନସନ୍‌ ଅର୍ଥାତ୍‌ ୧ କୋଟି ଟଙ୍କା ପ୍ରତିରକ୍ଷା ମନ୍ତ୍ରଣାଳୟକୁ...

କ୍ୟାବିନେଟ ବୈଠକରେ ମୋବାଇଲ ଫୋନ୍‌ ବାରଣ କଲେ ଉତ୍ତର ପ୍ରଦେଶ ସରକାର

ଲକ୍ଷ୍ନୌ,୧।୬: ଏଥର ଅଫିସିଆଲ୍‌ ମିଟିଙ୍ଗ ସହ କ୍ୟାବିନେଟ ବୈଠକରେ କୌଣସି ମନ୍ତ୍ରୀ ମୋବାଇଲ ଫୋନ୍‌ ବ୍ୟବହାର କରିପାରିବେ ନାହିଁ ବୋଲି ଶନିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ...

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ମୃତ

ମୁମ୍ବାଇ/ଭୋପାଳ/ନୂଆଦିଲ୍ଲୀ,୧୪ା୯(ପି.ଟି.): ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ଦିଲ୍ଲୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ବୟସ ୨୦ ବର୍ଷ...

ପକେଟ ମନି ସଞ୍ଚୟ କରି ଗରିବ ପିଲାଙ୍କ ମୁହଁରେ ହସ ଫୁଟାଇଲେ ସ୍କଟଲାଣ୍ଡରୁ ଆସିଥିବା ପରିବାର

ଆଲିଗଢ,୨୫।୧୦: ସଂସ୍କୃତିରୁ ହିଁ ସଂସ୍କାରର ଜନ୍ମ ହୋଇଥାଏ। ଭାରତୀୟ ସଂସ୍କୃତିର ଏହି ସଂସ୍କାର ପାଇଁ ସାତ ସମୁଦ୍ର ପାର ହୋଇ ଦୀପାବଳି ମନାଇବାକୁ ଆସିଛନ୍ତି ସ୍କଟଲାଣ୍ଡର...

Leave a comment

Your email address will not be published. Required fields are marked *