Posted inରାଜ୍ୟ

ସୁସ୍ଥ ହେଲେ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୮।୩ : ରାଜ୍ୟରେ ସୋମବାର ୮୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୧୬୮ରେ ପହଞ୍ଚିଛି। ଝାରୁସୁଗୁଡ଼ାରୁ ୧୨, ସୁନ୍ଦରଗଡ଼ରୁ ୧୦, ସମ୍ବଲପୁରରୁ ୯, ବାଲେଶ୍ୱରରୁ ୭, ଯାଜପୁର ଓ ଖୋର୍ଦ୍ଧାରୁ ୬, ବରଗଡ଼, କଟକ, ମୟୁରଭଞ୍ଜ ଓ ପୁରୀରୁ ୪, ଅନୁଗୁଳ, ବଲାଙ୍ଗୀର, ଦେଓଗଡ଼, କେନ୍ଦ୍ରାପଡ଼ା, କେନ୍ଦୁଝରରୁ ୩, ଗଞ୍ଜାମରୁ ୨, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ସୋନପୁର ଓ ଷ୍ଟେଟ ପୁଲରୁ ୧ ଜଣେ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୬ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୬ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri