Posted inରାଜ୍ୟ

ସୁସ୍ଥ ହେଲେ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୭।୨ : ଓଡ଼ିଶାରେ ବୁଧବାର ୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ୍‌-୧୯ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୭୮୮ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୨୧, ଯାଜପୁରରୁ ୭, ବାଲେଶ୍ୱର, ବରଗଡ଼, କେନ୍ଦୁଝର ଓ ପୁରୀରୁ ୬, ଖୋର୍ଦ୍ଧା ଓ ମୟୁରଭଞ୍ଜରୁ ୫, କଟକରୁ ୪, ବୌଦ୍ଧରୁ ୩, ବଲାଙ୍ଗୀର, ଜଗତ୍‌ସିଂହପୁର, ନୂଆପଡ଼ା, ରାୟାଗଡ଼ା ଓ ସମ୍ବଲପୁରରୁ ୨, ଅନୁଗୁଳ, ଭଦ୍ରକ, ଦେଓଗଡ଼, ଢେଙ୍କାନାଳ, ଗଞ୍ଜାମ, ଝାରୁସୁଗଡ଼ା, କୋରାପୁଟ, ସୋନପୁର ଓ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri