ଗର୍ଭସ୍ଥ ଶିଶୁ ପାଇଁ ବାୟୁ ପ୍ରଦୂଷଣ ହୋଇପାରେ ବିପଜ୍ଜନକ

ବାୟୁ ପ୍ରଦୂଷଣ ପ୍ରଭାବକୁ ନେଇ ଏକ ଆଶ୍ଚଯର୍‌ୟଜନକ ତ୍ଯଯ ସାମ୍ନାକୁ ଆସିଛି। ବୈଜ୍ଞାନିକଙ୍କ ଅନୁସାରେ, ଯେଉଁ ଗର୍ଭବତୀ ମହିଳାମାନେ ୬ ରୁ ୯ ମାସ ମଧ୍ୟରେ ବାୟୁପ୍ରଦୂଷଣର ଉଚ୍ଚସ୍ତରର ସାମ୍ନା କରିଥାନ୍ତି, ସେମାନଙ୍କ ଶିଶୁମାନେ ଜନ୍ମ ପରେ ଖୁବ୍‌ କମ୍‌ ବୟସରୁ ଉଚ୍ଚ ରକ୍ତଚାପର ଶିକାର ହୋଇଥାନ୍ତି। ପିଏମ୍‌ ୨.୫ ବାୟୁପ୍ରଦୂଷଣର ଏକ ପ୍ରକାର ଅଟେ ଯାହା ମୋଟର ବାହନ, ତେଲ, କୋଇଲା କିମ୍ବା ଜୈବ ଇନ୍ଧନର ଜ୍ୱଳନରୁ ନିର୍ଗତ ହୋଇଥାଏ। ଏହା ମାନବ ସ୍ବାସ୍ଥ୍ୟ ଉପରେ ବିପରୀତ ପ୍ରଭାବ ପକାଇଥାଏ। ଆମେରିକାର ଜନ୍‌ ହପ୍‌କିନ୍ସ ବିଶ୍ୱବିଦ୍ୟାଳୟର ସହାୟକ ପ୍ରଫେସର୍‌ ନୋଲ୍‌ ଟି ମ୍ୟୁଲର୍‌ଙ୍କ ଅନୁସାରେ, ଏହା ପ୍ରଥମ ଗବେଷଣା ଯେଉଁଥିରୁ ପ୍ରକାଶ ପାଇଛି ଯେ ଗର୍ଭାବସ୍ଥା ସମୟରେ ପ୍ରଦୂଷିତ ବାୟୁକୁ ନିଃଶ୍ୱାସରେ ନେବା ସିଧାସଳଖ ଗର୍ଭସ୍ଥ ଶିଶୁର ଭବିଷ୍ୟତ ପାଇଁ ହାନିକାରକ। କେବଳ ସେତିକି ନୁହେଁ, ବାଲ୍ୟାବସ୍ଥାର ଉଚ୍ଚ ରକ୍ତଚାପ ସମସ୍ୟା ବୃଦ୍ଧାବସ୍ଥା ବେଳକୁ ଆହୁରି ସାଙ୍ଘାତିକ ସ୍ଥିତି ଉପତ୍ନ୍ନ କରିଥାଏ।


All Right Reserved By Dharitri.Com

ଗୋଟିଏ ବିଛଣା ଅଧିକ ଦିନଧରି ବ୍ୟବହାର କରୁଥିଲେ..

ଅନେକ ଲୋକ ଅଛନ୍ତି ସେମାନଙ୍କ ଶରୀରରେ କୌଣସି ରୋଗ ନ ଥିଲେ ବି ବାରମ୍ବାର ଆଲର୍ଜି, ସଂକ୍ରମଣ, କାଶ ଏବଂ ଜ୍ୱରରେ ପୀଡ଼ିତ ହୋଇଥାନ୍ତି। ଯେତେ...

କାଶ ସମସ୍ୟା ଦୂର କରେ ଡାର୍କ ଚକୋଲେଟ୍‌

କାଶ ଏକ ସାଧାରଣ ସମସ୍ୟା। ଅନେକ ସମୟରେ କାଶ ସମସ୍ୟା ଏଭଳି ବଢ଼ିଯାଏ ଯେ, ନିଃଶ୍ୱାସ ନେବାରେ ମଧ୍ୟ କଷ୍ଟ ଅନୁଭୂତ ହୁଏ। ଏଥିପାଇଁ କେହି...

ଶୀତଦିନେ ଗ୍ଲାସେ ଉଷୁମ ପାଣି ସହିତ ଖାଆନ୍ତୁ ଏହି ଗୁଣ୍ଡ…

ସକାଳୁ ଖାଲି ପେଟରେ ଉଷୁମ ପାଣି ସହିତ ଶୁଣ୍ଠି ଗୁଣ୍ଡ ଖାଇଲେ ମିଳିଥାଏ ଅନେକ ସୁଫଳ । ଏହା ମ୍ୟୁକୋଲାଇଟିସ୍‌ ଭାବେ କାର୍ଯ୍ୟ କରିଥାଏ। ଏହାଦ୍ୱାରା...

ଲାଟେଷ୍ଟ ଟ୍ରେଣ୍ଡରେ ବଞ୍ଜାରା ଜୁଏଲେରି

ଜୁଏଲେରି ପିନ୍ଧିବାର ସଉକ ପ୍ରାୟ ସବୁ ମହିଳାଙ୍କର ଥାଏ। ଖାସ୍‌ ସେଥିପାଇଁ ଜୁଏଲେରିକୁ ନେଇ ବହୁ ଏକ୍ସପେରିମେଣ୍ଟ କରାଯାଇ ମାର୍କେଟ୍‌କୁ ଏହାର ଅନେକ ଲାଟେଷ୍ଟ ଟ୍ରେଣ୍ଡ...

ଶୀଘ୍ର କ୍ଷତ ଉପଶମ କରେ ଇଲେକ୍ଟ୍ରୋସ୍ପିନିଂ ଡିଭାଇସ୍‌

ଇସ୍ରାଏଲର ନାନୋମେଡିକ କମ୍ପାନୀ ବିଶ୍ୱର ପ୍ରଥମ ଇଲେକ୍ଟ୍ରୋସ୍ପିନିଂ ଯନ୍ତ୍ର ବିକାଶ କରିଛି । କ୍ଷତ ସ୍ଥାନରେ ଏହି ଡିଭାଇସରେ ଥିବା ଇଲେକ୍ଟ୍ରୋସ୍ପୁନ ମାଟେରିଆଲ ଉପଯୋଗ କରି...

ସିଙ୍କ୍‌ ସଫା କରିବାର ସରଳ ଉପାୟ

ସିଙ୍କ୍‌ର ଉପଯୁକ୍ତ ଯତ୍ନ ନ ନେଲେ ସେଥିରେ ଖାଦ୍ୟ ପଦାର୍ଥର ଅବଶିଷ୍ଟାଂଶ ଜମା ହୋଇ ଦୁର୍ଗନ୍ଧ ସୃଷ୍ଟି ହୋଇଥାଏ। ତେବେ ଏହାକୁ ଦୂର କରିବାକୁ ନିମ୍ନୋକ୍ତ...

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଡାଇବେଟିସ୍‌ ଆଶଙ୍କା କମ୍‌…

ଜନ୍ମ ପରେ ନବଜାତକଙ୍କୁ ସ୍ତନ୍ୟପାନ କରାଉଥିବା ମହିଳା ଡାଇବେଟିସ୍‌ରୁ ଦୂରେଇ ରୁହନ୍ତି। ସେମାନଙ୍କ କ୍ଷେତ୍ରରେ ଡାଇବେଟିସ୍‌ ଆଶଙ୍କା ହ୍ରାସ ପାଇଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ...

ଷ୍ଟ୍ରେଚ୍‌ମାର୍କରୁ ମୁକ୍ତି

ଶିଶୁ ଜନ୍ମ ପରେ ଅଧିକାଂଶ ମା’ଙ୍କ ପେଟ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଷ୍ଟ୍ରେଚ୍‌ମାର୍କ ହୋଇଯାଏ, ଯାହା ସୌନ୍ଦର୍ଯ୍ୟ ନଷ୍ଟ କରିଦିଏ ବୋଲି ଅନେକେ ବ୍ୟସ୍ତ...

Leave a comment

Your email address will not be published. Required fields are marked *