ରାଜ୍ୟରେ ସାମାନ୍ୟ ଖସିଲା ସଂକ୍ରମଣ, ଆଜି ୮,୮୪୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟରେ ବଢିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮,୮୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୯୨୭ ଜଣ ପିଲା ଅଛନ୍ତି। କ୍ୱାରାଣ୍ଟାଇନ୍‌ରୁ ୫,୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୭୧୭ ଲୋକାଲ କେସ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨,୫୨୮ ଥିବା ବେଳେ ଅନୁଗୋଳରୁ ୧୬୦, ବାଲେଶ୍ୱରରୁ ୨୯୦, ବରଗଡ଼ରୁ ୧୪୧, ଭଦ୍ରକରୁ ୧୧୭, ବଲାଙ୍ଗୀରରୁ ୨୩୨, ବୌଦ୍ଧରରୁ ୯୩, କଟକରୁ ୬୨୮, ଦେବଗଡ଼ରୁ ୫୫, ଢେଙ୍କାନାଳରୁ ୧୦୦, ଗଜପତିରୁ ୯୨, ଗଞ୍ଜାମରୁ ୫୩, ଜଗତସିଂହପୁରରୁ ୧୮୦, ଯାଜପୁରରୁ ୨୦୯, ଝାରସୁଗୁଡ଼ାରୁ ୧୪୪, କଳାହାଣ୍ଡିରୁ ୨୩୯, କନ୍ଧମାଳରୁ୧୦୯, କେନ୍ଦ୍ରାପଡ଼ାରୁ ୯୨, କେନ୍ଦୁଝରରୁ ୧୧୦,କୋରାପୁଟରୁ ୨୦୩, ମାଲକାନଗିରିରୁ ୫୦, ମୟୂରଭଞ୍ଜରୁ ୧୫୨, ନବରଙ୍ଗପୁରରୁ ୧୮୭, ନୟାଗଡ଼ରୁ ୧୯୪, ନୂଆପଡ଼ାରୁ ୨୦୫, ପୁରୀରୁ ୧୬୫, ରାୟଗଡ଼ାରୁ ୨୨୧, ସମ୍ବଲପୁରରୁ ୧୮୧, ସୋନପୁରରୁ ୨୦୭, ସୁନ୍ଦରଗଡ଼ରୁ ୧୦୦୧ ଏବଂ ଷ୍ଟେଟ ପୁଲ୍‌ରୁ ୫୦୭ ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ଟିଭ କେସ୍‌ ସଂଖ୍ୟା ୮୮୧୫୦ ହୋଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ୁ ଧରିଲେ ବିଡିଓ: ସ୍ବଚ୍ଛ ଦାରିଙ୍ଗବାଡି ପାଇଁ ପ୍ରୟାସ

ଦାରିଙ୍ଗବାଡି,୨୬।୩(ଅରୁଣ ସାହୁ):କାନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର କୁ ବିଶ୍ୱସ୍ତରୀୟ କରାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ଗୋଟିଏ ସପ୍ତାହରେ ପୁଣି ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସଛ ଓ…

ପ୍ରଥମେ ସହରରେ ଏଲପିଜି ଗ୍ୟାସ ସିଲିଣ୍ଡର ମିଳିବ ନା ଗାଁରେ, ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬।୩: ଆଜିକାଲି ଲୋକଙ୍କ ମନରେ ଏକ ପ୍ରମୁଖ ପ୍ରଶ୍ନ ହେଉଛି ଯେ ସେମାନେ ପ୍ରଥମେ ସହରରେ ପ୍ରଥମେ ସିଲିଣ୍ଡର ପାଇବେ ନା ଗ୍ରାମାଞ୍ଚଳରେ। ବର୍ଦ୍ଧିତ ଚାହିଦା ଏବଂ…

ଯୁବକଙ୍କ ପାଇଁ ନାକେଦମ ହେଲାଣି ପୋଲିସ-ଦମକଳ ବାହିନୀ: ଟାଓ୍ବାର ଉପରକୁ ଚଢିଯିବାରୁ…

ମୋରଡା,୨୬।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବକଙ୍କ ପାଇଁ ପୋଲିସ ଓ଼ ଦମକଳ ବାହିନୀକୁ ନାକେଦମ…

ପୁଣିଥରେ ହେବ କି ୱାର୍କ ଫ୍ରମ୍ ହୋମ୍ ଏବଂ ସ୍କୁଲ ସଟ୍ ଡାଉନ? ଏପରି କିଛି କହିଦେଲେ ବିଶେଷଜ୍ଞ, ସମସ୍ତେ କାବା..

ନୂଆଦିଲ୍ଲୀ,୨୬।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ସାଧାରଣ ଲୋକଙ୍କ ଜୀବନକୁ ପ୍ରଭାବିତ କରୁଛି। ଏହା ବିଶ୍ୱର ଶକ୍ତି ଯୋଗାଣ ଏବଂ ଇନ୍ଧନ…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ

ପୁରୁଣା ଭୁବନେଶ୍ୱର,୨୬ା୩(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଗୁରୁବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲିଛି ତନାଘନା

ଭଞ୍ଜନଗର,୨୬୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ଭାରତ ସମେତ ଏହି ୫ଦେଶକୁ ଇରାନ କହିଲା ଭଲ ବନ୍ଧୁ, ଯୁଦ୍ଧ ଭିତରେ କରିଦେଲା ବଡ଼ ଘୋଷଣା, ଟ୍ରମ୍ପ ଶୁଣି ଛାନିଆ!

ତେହରାନ,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦର ୨୭ତମ ଦିନରେ, ଇରାନ ଏକ ଆଶ୍ୱସ୍ତିକର ଖବର ଦେଇଛି। ଇରାନର ଉପ-ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଘୋଷଣା କରିଛନ୍ତି ଯେ ଭାରତ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri