ଫନୀ ପ୍ରଭାବିତଙ୍କୁ ଏଚ୍‌ପିସିଏଲ୍‌ ଦେଲା ୫ କୋଟି

ଭୁବନେଶ୍ୱର,୨୨।୫: ଫନୀ ପ୍ରଭାବିତ ଅଞ୍ଚଳଗୁଡିକ ଲାଗି ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ଏଚ୍‌ପିସିଏଲ୍‌) ପକ୍ଷରୁ ୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଏଲ୍‌ପିଜି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରାକେଶ ମିଶ୍ରୀ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମୁଖ୍ୟ ତଥା ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀଙ୍କୁ ଏହି ଚେକ୍‌ ପ୍ରଦାନ କରିଛନ୍ତି।


All Right Reserved By Dharitri.Com

ମାଇକେଲ୍‌ ଦେବବ୍ରତ ପାତ୍ର ଆର୍‌ବିଆଇର ନୂଆ ଡେପୁଟି ଗର୍ଭନର

ନୂଆଦିଲ୍ଲୀ,୧୫-୧: ମାଇକେଲ ଦେବବ୍ରତ ପାତ୍ର ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ନୂଆ ଡେପୁଟି ଗଭର୍ନର ଭାବେ ଅବସ୍ଥାପିତ ହୋଇଛନ୍ତି। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏନେଇ...

ଜମାକାରୀଙ୍କଠୁ ସୁନା ଜମା ରଖିପାରିବେ ବ୍ୟାଙ୍କ

ନୂଆଦିଲ୍ଲୀ,୧୮-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଶୁକ୍ରବାର ସୁନା ମୁଦ୍ରୀକରଣ ଯୋଜନା,୨୦୧୫ର ନିୟମକୁ କୋହଳ କରିଛନ୍ତି। ନୂତନ ନିୟମ ଅନୁଯାୟୀ, ଜମାକାରୀ ନିଜର ଗଚ୍ଛିତ ସୁନାକୁ ବ୍ୟାଙ୍କ,...

ଶେୟାର ବଜାରରେ ନୈରାଶ୍ୟ: ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ; ମୋଦି ସରକାରଙ୍କ ୭ ବଜେଟରେ ୫ ଥର ସଙ୍କଟ

ମୁମ୍ବାଇ,୧।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ନୈରାଶ୍ୟ ଖେଳି ଯାଇଛି। ଫଳରେ ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ ପାଇଛି। ଶେୟାର ବଜାର...

ରିଲିଫ ପାଣ୍ଠିକୁ ସିଟିଟିସିର ସହାୟତା

ଭୁବନେଶ୍ୱର,୨୮-୫ : ଭାରତ ସରକାରଙ୍କ ଅଧିନ ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ ଟୁଲ ରୁମ୍‌ ଆଣ୍ଡ ଟ୍ରେନିଂ ସେଣ୍ଟର(ସିଟିଟିସି) ଫନୀ ପ୍ରଭାବିତଙ୍କ ସହାୟତା ଲାଗି ଆଗେଇ ଆସିଛି। ଅନୁଷ୍ଠାନର...

ବ୍ୟାଙ୍କିଙ୍ଗ୍‌ ଶିଳ୍ପ ସମସ୍ୟାକୁ ନେଇ ଅଭିଜିତ ବାନାର୍ଜୀଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୨୩-୧୦: ଭାରତର ବ୍ୟାଙ୍କିଙ୍ଗ ଶିଳ୍ପରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ନେଇ ନୋବେଲ ବିଜେତା ଅଭିଜିତ ବାନାର୍ଜୀ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ କ୍ଷେତ୍ର ସମସ୍ୟା...

ଆର୍‌ବିଆଇ ନିର୍ଦ୍ଦେଶ ସତ୍ତ୍ୱେ ଶସ୍ତା ହେବ ନାହିଁ ଋଣ

ନୂଆଦିଲ୍ଲୀ,୭-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ରେପୋ ରେଟ ଭଳି ବାହ୍ୟ ବେଞ୍ଚ ମାର୍କ ରେଟ୍‌ ସହ ସମସ୍ତ ପ୍ରକାର ରିଟେଲ ଋଣକୁ ଯୋଡିବାକୁ ନିର୍ଦ୍ଦେଶ...

ଇଣ୍ଡିଗୋ ପ୍ରମୋଟରଙ୍କ ଝଗଡା ସେବିରେ ପହଞ୍ଚିଲା

ମୁମ୍ବାଇ,୧୦-୭: ଦେଶର ସର୍ବବୃହତ୍‌ ଘରୋଇ ଏୟାରଲାଇନ ଭାବେ ପରିଚିତ ଇଣ୍ଡିଗୋ ଏୟାରଲାଇନ୍ସର ପ୍ରମୋଟରଙ୍କ ଭିତରେ ଆରମ୍ଭ ହୋଇଥିବା ଝଗଡା ଏବେ ଷ୍ଟକ୍‌ ଏକ୍ସଚେଞ୍ଜ ନିୟନ୍ତ୍ରକ ସିକ୍ୟୁରିଟିଜ...

୨୦୧୭ ତୁଳନାରେ କମ୍‌ ହୋଇଛି ୫୯୭ ଏଟିଏମ୍‌

ମୁମ୍ବାଇ,୯-୬: ଦେଶରେ ଏଟିଏମ୍‌ ସଂଖ୍ୟା ୨୦୧୭ ତୁଳନାରେ ୨୦୧୯ରେ କମିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ରିପୋର୍ଟରେ ପ୍ରକାଶ କରାଯାଇଛି। ୨୦୧୯ରେ ଏହି ସଂଖ୍ୟା ୫୯୭...

Leave a comment

Your email address will not be published. Required fields are marked *