ବାତ୍ୟା କ୍ଷତିଗ୍ରସ୍ତଙ୍କ ଲାଗି ସାଓମି ଦିଲ୍ଲୀ ଟିମ୍‌ ପକ୍ଷରୁ ୩ ଲକ୍ଷ

ଭୁବନେଶ୍ୱର,୨୨।୫: ପ୍ରମୁଖ କମ୍ପାନୀ ସାଓମି କର୍ପୋରେଶନର ଦିଲ୍ଲୀ ଟିମ୍‌ ପକ୍ଷରୁ ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ଫନୀ ପ୍ରଭାବିତଙ୍କ ସହାୟତା ଦିଗରେ ଏହି ଅର୍ଥ ପ୍ରଦାନ କରାଯାଇଛି। ସାଓମିର ରାଜ୍ୟ ମୁଖ୍ୟ ଅମିତ କୁମାର ପଣ୍ଡାଙ୍କ ଉଦ୍ୟମ କ୍ରମେ ଅନ୍ୟ କର୍ମକର୍ତ୍ତା ମାନେ ଏଥି ସଂକ୍ରାନ୍ତ ଚେକ୍‌କୁ ରିଲିଫ ପାଣ୍ଠିକୁ ପ୍ରଦାନ କରିଥିବା ସୂଚନା ରହିଛି।


All Right Reserved By Dharitri.Com

ଏୟାର ଇଣ୍ଡିଆ ବିକ୍ରି; ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ ଅମିତ ଶାହ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏୟାର ଇଣ୍ଡିଆ ବିକ୍ରି(ପୁଞ୍ଜି ପ୍ରତ୍ୟାହାର) ସଂକ୍ରାନ୍ତ ପୁନର୍ଗଠିତ ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ। ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ...

୧୫୦ ଘରୋଇ ଟ୍ରେନ ଚଳାଇବାକୁ ଯୋଜନା

ନୂଆଦିଲ୍ଲୀ,୨୩-୯: ଆଗାମୀ ଦିନରେ ରେଳଯାତ୍ରୀମାନେ ଘରୋଇ ଟ୍ରେନରେ ଆରାମଦାୟକ ଯାତ୍ରାର ମଜା ଉଠାଇପାରିବେ। ଏହି ଟ୍ରେନଗୁଡ଼ିକ ଅତ୍ୟାଧୁନିକ ହେବା ସହ ଆରାମ୍‌ ଦୃଷ୍ଟିରୁ ବିଶ୍ୱସ୍ତରୀୟ ହେବ।...

କାର ଜିତିଲେ ବଜାର କୋଲକତାର ଭାଗ୍ୟଶାଳୀ ବିଜେତା

କଟକ,୧-୭: ପ୍ରମୁଖ ରିଟେଲ ଚେନ୍‌ ବଜାର କୋଲକତାର ଭାଗ୍ୟଶାଳୀ ଗ୍ରାହକ ଭାବେ କଟକର ପ୍ରାଣକୃଷ୍ଣ ଭୋଇ ଏକ ରେନୋ କ୍ୱିଡ କାର ଜିତିବାକୁ ସକ୍ଷମ ହୋଇଛନ୍ତି।...

ଭାରତର ଅର୍ଥନୈତିକ ଢାଞ୍ଚା ସୁଦୃଢ: ସିଇଏ

ନୂଆଦିଲ୍ଲୀ,୧୭-୧୦: ଦେଶର ଅର୍ଥ ବ୍ୟବସ୍ଥାର ମୌଳିକ ଢାଞ୍ଚା ବହୁତ ସୁଦୃଢ। ଶିଳ୍ପ ଏ ନେଇ ବେଶି ଚିନ୍ତିତ ନ ହୋଇ ନିବେଶ ଦିଗରେ ମନୋନିବେଶ କରିବା...

ଫେକ୍‌ ନ୍ୟୁଜ୍‌ ରୋକିବାକୁ ହ୍ବାଟ୍ସଆପ୍‌ର ପଦକ୍ଷେପ

ନୂଆଦିଲ୍ଲୀ,୫। ୫: ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ଫେକ୍‌ ନ୍ୟୁଜ ବା ମିଥ୍ୟା ସୂଚନା ର ପ୍ରସାର ବ୍ୟାପିଛି। ହ୍ବାଟ୍ସଆପ୍‌ ଭଳି ଅନ୍ୟ ସୋସିଆଲ ସାଇଟଗୁଡିକରେ ଫେକ୍‌...

ଏଲ୍‌ପିୟୁ ଛାତ୍ରୀଙ୍କୁ ମାଇକ୍ରୋସଫ୍ଟର ୪୨ ଲକ୍ଷ ପ୍ୟାକେଜ

ଚଣ୍ଡୀଗଡ,୨୪-୧୨: ଲଭ୍‌ଲୀ ପ୍ରଫେଶନାଲ ୟୁନିଭର୍ସିଟି (ଏଲ୍‌ପିୟୁ) ଛାତ୍ରୀଛାତ୍ର ଚଳିତ ବର୍ଷ କ୍ୟାମ୍ପସ ନିଯୁକ୍ତିରେ ସଫଳତା ହାସଲ କରିଛନ୍ତି। ୟୁନିଭର୍ସିଟିର ଶେଷ ବର୍ଷ କମ୍ପ୍ୟୁଟର ସାଇନ୍ସ ଆଣ୍ଡ...

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଲ୍‌ ଗେଟ୍‌ସ

ନୂଆଦିଲ୍ଲୀ,୧୯-୧୧: ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ବିଭିନ୍ନ ପ୍ରସଙ୍ଗ ଉପରେ ଏହି ଅବସରରେ ଆଲୋଚନା ହୋଇଥିବା ଜଣାପଡିଛି। ଭାରତୀୟ...

ରିଜର୍ଭ ବ୍ୟାଙ୍କ ମୁଦ୍ରାନୀତି କମିଟି ବୈଠକ ଆରମ୍ଭ: ୬ରେ ସୁଧହାର ଘୋଷଣା

ମୁମ୍ବାଇ,୪-୬: ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଠାରୁ ୩ ଦିନିଆ ଦ୍ୱିମାସିକ ମୁଦ୍ରାନୀତି କମିଟି(ଏମ୍‌ପିସି) ବୈଠକ ଆରମ୍ଭ ହୋଇଛି। ଆସନ୍ତା ୬ରେ...

Leave a comment

Your email address will not be published. Required fields are marked *