Posted inଜାତୀୟ

ବେକାରୀ ସମସ୍ୟାକୁ ନେଇ ଭିନ୍ନ ଢଙ୍ଗରେ ବିରୋଧ ପ୍ରଦର୍ଶନ

ବେଙ୍ଗାଲୁରୁ,୨୦।୯: କର୍ନାଟକରେ ନ୍ୟାଶନାଲ ଷ୍ଟୁଡେଣ୍ଟସ୍‌ ୟୁନିୟନ ଅଫ୍‌ ଇଣ୍ଡିଆ(ଏନ୍‌ଏସ୍‌ୟୁଆଇ)ଦ୍ୱାରା ଭିନ୍ନ ଢଙ୍ଗରେ ବିରୋଧ ପ୍ରଦର୍ଶନ କରାଯାଇଛି। ଏହି ବିରୋଧ ପ୍ରଦର୍ଶନ ସମୟରେ ଛାତ୍ରମାନେ ବସ୍‌ ଷ୍ଟାଣ୍ଡରେ ଫଳ ବିକିବା ସହ ଜୋତା ପଲିସ୍‌ କରିଛନ୍ତି। ଦେଶରେ ବେକାରୀ ସମସ୍ୟା ଓ ଅଟୋମୋବାଇଲ କ୍ଷେତ୍ରରେ ମାନ୍ଦାବସ୍ଥାକୁ ନେଇ ଏମାନେ ବିରୋଧ ପ୍ରଦର୍ଶନ କରିଥିବା ସୂଚନା ମିଳିଛି।


All Right Reserved By

ମଇଁଷି ଶିଙ୍ଘରେ ତେଲ ମାଲିସ୍‌ ପାଇଁ ୧୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି ଲାଲୁ

ନୂଆଦିଲ୍ଲୀ, ୨୮।୭: ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ଆରଜେଡି ନେତା ଲାଲୁ ପ୍ରସାଦ ଯାଦବ ପୁଣି ଚର୍ଚ୍ଚାର ପରିସରକୁ ଆସିଛନ୍ତି।...

ଭାଜପାରେ ଯୋଗ ଦେବାର ଯୋଜନା ନାହିଁ: ଅଳ୍ପେଶ ଠାକୁର

ଅହମ୍ମଦାବାଦ,୨୮।୫: ଗୁଜରାଟ ବିଧାୟକ ତଥା ଓବିସି ନେତା ଅଳ୍ପେଶ ଠାକୁର କଂଗ୍ରେସରୁ ଇସ୍ତଫା ଦେବା ପରେ ଭାଜପାରେ ଯୋଗ ଦେବେ ବୋଲି ଆଲୋଚନା ହେଉଥିଲା। ହେଲେ...

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ବିଏସ୍‌ଏଫ୍‌ ଦେଲା କଡ଼ା ଜବାବ

ଶ୍ରୀନଗର,୬।୧୦: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। କିଛି ଆତଙ୍କବାଦୀ କୁପଓ୍ବାରା ଜିଲାର ନୌଗାମ୍‌ ସେକ୍ଟରରେ ରବିବାର ଅନୁପ୍ରବେଶ କରୁଥିବାବେଳେ...

ଥମୁନି ଭାଷା ବିବାଦ

ଲକ୍ଷ୍ନୌ,୬ା୬(ପି.ଟି.): କେନ୍ଦ୍ର ସରକାରଙ୍କ ତ୍ରିଭାଷୀ ସୂତ୍ରକୁ ଜୋରଦାର ବିରୋଧ ପରେ ସମସ୍ତ କେନ୍ଦ୍ରୀୟ ସରକାରୀ କାର୍ଯ୍ୟାଳୟରେ ତାମିଲକୁ ସରକାରୀ ଭାଷା ଭାବେ ବ୍ୟବହାର କରିବା ଲାଗି...

ସୁରକ୍ଷାକର୍ମୀଙ୍କ ଟାର୍ଗେଟ୍‌ରେ ୨୭୩ ଆତଙ୍କବାଦୀ: ପ୍ରକାଶ ପାଇଲା ତାଲିକା

ଶ୍ରୀନଗର, ୧୯।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ଏଠାରେ ସକ୍ରିୟ ଥିବା ଆତଙ୍କବାଦୀଙ୍କ ତାଲିକା ପ୍ରକାଶ ପାଇଛି। ଏଠାରେ...

ବିଭତ୍ସ ହତ୍ୟା: ବାଇକ୍‌ ପଛରେ ଯୁବକଙ୍କୁ ବାନ୍ଧି ୧୫ କିଲୋମିଟର ଘୋଷାଡି ମାରିଲେ ଦୃର୍ବୃତ୍ତ

ଲକ୍ଷ୍ନୌ,୨୫।୯:ଉତ୍ତରପ୍ରଦେଶର ମିରଟରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କ ବେକରେ ରଶି ବାନ୍ଧି ବାଇକ୍‌ ପଛରେ ୧୫କିମି ଘୋଷାଡି ଘୋଷାଡି ହତ୍ୟା କରାଯାଇଛି। ତେବେ...

ହୋଇପାରିଲା ନାହିଁ ଆସ୍ଥା ଭୋଟ: ରାତିସାରା ବିଧାନସଭାରେ ଶୋଇଲେ ବିଧାୟକ

ବେଙ୍ଗାଲୁରୁ,୧୯।୭: ଗୁରୁବାର ଦିନ ଶେଷ ସୁଦ୍ଧା ଟ୍ରଷ୍ଟ ଭୋଟ ସାରିବା ପାଇଁ ରାଜ୍ୟପାଳ ବାଜୁଭାଇ ବାଲାଙ୍କ ନିର୍ଦ୍ଦେଶକୁ ବାଚସ୍ପତି କେଆର ରମେଶ କୁମାର ନ ମାନିବା...

ଲକ୍ଷ୍ନୌରେ ଗଡ଼ିଲା ତେଜସ ଏକ୍ସପ୍ରେସ: ଯୋଗୀ ଆଦିତ୍ୟନାଥ କଲେ ଶୁଭାରମ୍ଭ

ଲକ୍ଷ୍ନୌ,୪।୧୦: ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ ତେଜସ ଏକ୍ସପ୍ରେସ ଶୁକ୍ରବାର ଟ୍ରାକ୍‌ରେ ଗଡ଼ିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌ ଷ୍ଟେସନରେ ପତାକା ଦେଖାଇ ଏହାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *