୮୯ ଆଶାୟୀ ହେଲେ ପ୍ରଶାସନିକ ଅଧିକାରୀ, କମ ମାର୍କ ଯୋଗୁ ୨୦୨୨ ସଂରକ୍ଷିତ ତାଲିକାରେ ଥିଲେ…

ନୂଆଦିଲ୍ଲୀ,୨।୧୧ : ବିଭିନ୍ନ ନାଗରିକ ସେବାରେ ନିଯୁକ୍ତି ପାଇଁ ୟୁନିଅନ ପବ୍ଲିକ ସର୍ଭିସ କମିଶନ ୮୯ ଜଣ ଆଶାୟୀ ପ୍ରାର୍ଥୀଙ୍କ ନାମ ସୁପାରିଶ କରିଛନ୍ତି। ଚଳିତ ବର୍ଷ ମେ ମାସରେ, ଆୟୋଗ ସିଭିଲ ସର୍ଭିସ ପରୀକ୍ଷା ୨୦୨୨ର ଫଳାଫଳ ଘୋଷଣା କରିଥିଲେ ଯେଉଁଥିରେ ଆଇଏଏସ, ଆଇପିଏସ ଏବଂ ଅନ୍ୟାନ୍ୟ ଭାରତୀୟ ସେବାରେ ୯୩୩ ଜଣ ପ୍ରାର୍ଥୀ ଚୟନ ହୋଇଥିଲେ। କମ ମାର୍କ ଯୋଗୁ ଏହି ୮୯ ପ୍ରାର୍ଥୀଙ୍କୁ ସଂରକ୍ଷିତ ତାଲିକାରେ ରଖାଯାଇଥିଲା ।

ସେମାନଙ୍କ ଦ୍ୱାରା ପ୍ରାପ୍ତ ମାର୍କ ଆଧାରରେ ଆୟୋଗ ବର୍ତ୍ତମାନ ଏହି ପ୍ରାର୍ଥୀଙ୍କୁ ବିଭିନ୍ନ ସେବାକୁ ପଠାଇବାକୁ ପରାମର୍ଶ ଦେଇଛନ୍ତି। ଆୟୋଗଙ୍କ ଅନୁଯାୟୀ ସେମାାନଙ୍କ ମଧ୍ୟରେ ସାଧାରଣ ବର୍ଗର ୬୫ ଜଣ ପ୍ରାର୍ଥୀ, ୭ ଜଣ ଅର୍ଥନୈତିକ ପଛୁଆ ବର୍ଗ, ୧୫ ଜଣ ପଛୁଆ ବର୍ଗ, ଜଣେ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତିର ଜଣେ ପ୍ରାର୍ଥୀ ଅଛନ୍ତି।

ଏହି ପ୍ରାର୍ଥୀଙ୍କୁ କର୍ମଚାରୀ ଏବଂ ତାଲିମ ବିଭାଗ ଦ୍ୱାରା ନିଯୁକ୍ତି ବିଷୟରେ ଅବଗତ କରାଯିବ। ମେନ୍‌ ପରୀକ୍ଷାର ଫଳାଫଳ ୨୩ ମେ ୨୦୨୩ ରେ ପ୍ରକାଶ ପାଇଥିଲା। କେନ୍ଦ୍ରୀୟ ପର୍ସନାଲ ଏବଂ ଟ୍ରେନିଂ ବିଭାଗର ଚାହିଦା ଅନୁଯାୟୀ ପରୀକ୍ଷାରେ ମୋଟ ୧,୦୨୨ ପଦବୀ ଚୟନ କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ…

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ…

ବସ ଚକ ତଳେ ପଶିଗଲେ ବାଇକ ଆରୋହୀ: ଭୟଙ୍କର ଦୁର୍ଘଟଣା ସିସିଟିଭିରେ କଏଦ, ଜାଣନ୍ତୁ କ’ଣ ହେଲା

ବଲାଙ୍ଗୀର,୨୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା।…

କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ ହେଉ: ୨୦ ଦଫା ଦାବି ନେଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କଲେ କଳାହାଣ୍ଡି ଏମପି

କେସିଙ୍ଗା,୨୨।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଳବିକା ଦେବୀ ବିଭିନ୍ନ ୨୦ ଦଫା ଦାବି ନେଇ ରେଳମନ୍ତ୍ରୀ ଅଶ୍ୱନି ବୈଷ୍ଣବଙ୍କୁ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସାକ୍ଷାତ କରିଛନ୍ତି। ପ୍ରଥମେ…

ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…

ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ…

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri