ବ୍ରିଟେନ୍‌ରେ ସୋନୁଙ୍କୁ ଆଇକନ୍‌ ଆଓ୍ବାର୍ଡ

ଲଣ୍ଡନ, ୨୧ା୯(ପି.ଟି.): ବଲିଉଡ୍‌ ଗାୟକ ସୋନୁ ନିଗମ୍‌ଙ୍କୁ ବ୍ରିଟେନରେ ଏକବିଂଶ ଶତାଦ୍ଦୀର ଆଇକନ୍‌ ଆଓ୍ବାର୍ଡ ମିଳିଛି। ପ୍ରବାସୀ ଭାରତୀୟ ତରୁନ୍‌ ଗୁଲାଟି ଓ ପ୍ରୀତି ରାଣାଙ୍କ ଦ୍ୱାରା ଗତ ସପ୍ତାହରେ ଆୟୋଜିତ ଗାଲା ଆଓ୍ବାର୍ଡ ସେରିମନିରେ ତାଙ୍କ ପ୍ରଦର୍ଶନ ଉଚ୍ଚକୋଟୀର ଥିଲା। ସେଥିରେ ସୋନୁଙ୍କୁ ୨୨ ଦେଶର ସମର୍ଥନ ମିଳିଥିଲା । ୭୦୦ ନାମାଙ୍କନ ମଧ୍ୟରୁ ଚୂଡାନ୍ତ ତାଲିକାରେ ୪୪ ଜଣଙ୍କୁ ମନୋନୀତ କରାଯାଇଥିଲା। ସେହିପରି ଇଣ୍ଡିଆ ଟୁଡେ ଗ୍ରୁପର ଉପାଧ୍ୟକ୍ଷ କାଲି ପୁରୀଙ୍କୁ ମିଡିଆ ଆଣ୍ଡ ଏଣ୍ଟରଟେନ୍‌ମେଣ୍ଟ ଆଓ୍ବାର୍ଡ ଦିଆଯାଇଛି।


All Right Reserved By Dharitri.Com

କରୋନା ଭୂତାଣୁରେ ଚାଇନା ବାହାରେ ଦ୍ୱିତୀୟ ମୃତ୍ୟୁ

ହଂକଂ,୪।୨: କରୋନା ଭୂତାଣୁରେ ମୃତ ଓ ଆକ୍ରନ୍ତଙ୍କ ସଂଖ୍ୟା ଚାଇନାରେ ପ୍ରତି ଘଣ୍ଟାରେ ବଢି ଚାଲିଛି। ବିଶ୍ୱର ଅନ୍ୟ ଦେଶରେ ଚାଇନାରୁ ଫେରିଥିବା କେତେକ ଲୋକଙ୍କ...

ଲିବ୍ୟା ଗୃହଯୁଦ୍ଧରେ ୩ ମାସରେ ହଜାରେରୁ ଅଧିକ ମୃତ; ଆହତଙ୍କ ସଂଖ୍ୟା ୫ ହଜାରରୁ ବେଶି: ବିଶ୍ୱସ୍ବାସ୍ଥ୍ୟ ସଂଗଠନ

ତ୍ରିପୋଲି, ୧୦।୭: ଲିବ୍ୟା ଗୃହଯୁଦ୍ଧରେ ଏପ୍ରିଲ୍‌ଠାରୁ ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ଏଥିରେ ଏକ ହଜାର ୪୮ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୫ ହଜାର...

ପୁଣି ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ନିକଟରେ ହ୍ବାଇଟ ହାଉସରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏହା...

ଗାଈକ୍ଷୀର ଶିଶୁ ପାଇଁ ନୁହେଁ ଉପଯୋଗୀ…

ଶିଶୁକୁ ଗାଈକ୍ଷୀର ଦେଲେ ଅନେକ ସମସ୍ୟା ଦେଖାଦେଇଥାଏ। ଗାଈକ୍ଷୀର ଶିଶୁଙ୍କ ପାଇଁ ଅନୁପଯୁକ୍ତ ଏବଂ ଏହାଯୋଗୁ ପିଲାଙ୍କ କିଡ୍‌ନୀ ଉପରେ ବିପରୀତ ପ୍ରଭାବ ପଡିବାର ଆଶଙ୍କା...

୩୫୭ କୋଟି ବର୍ଷ ତଳେ ଦକ୍ଷିଣ ଆଫ୍ରିକାର ପାହାଡ଼ରେ ହୋଇଥିଲା ମାନବ ସୃଷ୍ଟି

ଜୋହାନ୍ସ୍‌ବର୍ଗ,୧୩।୨: ମାନବ ସୃଷ୍ଟିକୁ ଇତିମଧ୍ୟରେ କୋଟି କୋଟି ବର୍ଷ ବିତିଯାଇଛି। ଗବେଷକଙ୍କ ଅନୁସାରେ ପ୍ରାୟ ୩୫୭ କୋଟି ବର୍ଷ ତଳେ ଦକ୍ଷିଣ ଆଫ୍ରିକାର ମଖଞ୍ଜଓ୍ବା ପାହାଡ଼ରେ...

କରତାରପୁର କରିଡର: ମୋଦିଙ୍କ ଉଦ୍‌ଘାଟନ ପୂର୍ବରୁ ସଭାସ୍ଥଳରେ ପଶିଲା ପାଣି

ଇସ୍‌ଲାମାବାଦ,୮।୧୧: କରତାରପୁର କରିଡର ଉଦ୍‌ଘାଟନକୁ ଆଉ କିଛି ଘଣ୍ଟା ବାକି ରହିଛି। ହେଲେ ଏହା ପୂର୍ବରୁ ଏକ ବଡ ସମସ୍ୟା ମୁଣ୍ଡ ଟେକିଲାଣି। ଏଥିପାଇଁ ଉଦ୍ଦିଷ୍ଟ...

ଥାଇଲାଣ୍ଡ ମନ୍ଦିରରୁ ଉଦ୍ଧାର ୮୦ ବାଘ ମୃତ

ବ୍ୟାଙ୍କକ୍‌,୧୭ା୯(ଏଏଫପି): ଥାଇଲାଣ୍ଡର ଏକ ବିବାଦୀୟ ମନ୍ଦିରରୁ ୧୪୭ ବାଘଙ୍କୁ ଉଦ୍ଧାର କରାଯାଇ ଅନ୍ୟତ୍ର ନିଆଯାଇଥିଲା। ସେଥିରୁ ୮୦ରୁ ଊର୍ଦ୍ଧ୍ୱ ବାଘଙ୍କ ମୃତ୍ୟୁ ଘଟିଛି। ଜିନ୍‌ଗତ ସମସ୍ୟା...

ଅଜଣା ଲୋକଙ୍କ ସହିତ ପ୍ରତିଦିନ କରନ୍ତି ବନ୍ଧୁତା: ୪ ବର୍ଷରେ ୨୮ଶହ ବନ୍ଧୁ

ଫିଲାଡ଼େଲଫିଆ,୨୪।୯: ଆମେରିକା ଫିଲାଡ଼େଲଫିଆରେ ଜଣେ ଯୁବକ ପ୍ରତିଦିନ ଅଜଣା ଲୋକଙ୍କୁ ଭେଟି ତାଙ୍କ ସହିତ ବନ୍ଧୁତା କରିଥାନ୍ତି। ସେ ହେଉଛନ୍ତି ୨୮ ବର୍ଷ ବୟସ୍କ ରୋବ୍‌...

Leave a comment

Your email address will not be published. Required fields are marked *