୨୬ ଯାଏ ହାଲୁକା ବର୍ଷା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ତେବେ ଘୂର୍ଣ୍ଣିବଳୟ ଯୋଗୁ କେତେକ ସ୍ଥାନରେ ଅସରାଏ କିମ୍ବା ଦି ଅସରା ବର୍ଷା ହୋଇଯାଉଛି। ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷା ରହିବ। ପାଗରେ ସେଭଳି କିଛି ପରିବର୍ତ୍ତନର ସମ୍ଭାବନା ନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।


All Right Reserved By

ବିଶ୍ୱ ସଙ୍ଗୀତ ଦିବସ : ହକ୍‌ ପାଇପାରୁନି ଓଡ଼ିଶୀ ସଙ୍ଗୀତ, ଶାସ୍ତ୍ରୀୟତାର ସମସ୍ତ ଗୁଣ ଥାଇ ବି ପାଉନି ମାନ୍ୟତା

ଭୁବନେଶ୍ୱର,୨୧।୬ : ଶାସ୍ତ୍ରୀୟତାର ସମସ୍ତ ଗୁଣ ଓ ଉପାଦାନ ଓଡ଼ିଶୀ ସଙ୍ଗୀତ ପାଖରେ ରହିଛି। ଶାସ୍ତ୍ରୀୟ ମାନ୍ୟତା ପାଇଁ ଆବଶ୍ୟକ ମୂଳଗୁଣ ଏହାର ପରମ୍ପରା, ନିର୍ଦ୍ଦିଷ୍ଟ...

ଲାଞ୍ଚ ମାମଲା: ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୫ା୭-ଏକ ଲାଞ୍ଚ ମାମଲାର ବିଚାର କରି ବୁଧବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଅଭିଯୁକ୍ତ ବରିଷ୍ଠ କିରାଣିଙ୍କୁ ୨ ବର୍ଷ...

ଶିଶୁ ଓ ମହିଳାଙ୍କ ସୁରକ୍ଷାକୁ ନେଇ ଜାତୀୟ କର୍ମଶାଳା: ‘ପରୀ ପାଇଁ କଥାଟିଏ’ ସମାଜରେ ନୂଆ ଜାଗରଣ ସୃଷ୍ଟି କରିଛି

ଭୁବନେଶ୍ୱର, ୪ା୮(ବ୍ୟୁରୋ): ‘ପରୀ ପାଇଁ କଥାଟିଏ’ କାର୍ଯ୍ୟକ୍ରମ ସମାଜରେ ନୂଆ ଜାଗରଣ ସୃଷ୍ଟି କରିଛି। ନାବାଳିକାଙ୍କୁ ଉଦ୍ଧାର କରାଯାଇ ଠିକଣା ସ୍ଥାନରେ ପହଁଞ୍ଚାଇ ପାରିଛି ପୋଲିସ।...

ମାଓବାଦୀଙ୍କ ଗୁଳିରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ମାମଲା: ଏନ୍‌ଏଚ୍‌ଆର୍‌ସିଙ୍କୁ ରିପୋର୍ଟ ଦେଲେ କନ୍ଧମାଳ ଏସ୍‌ପି

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ୨୦୧୯ ନିର୍ବାଚନ ପରିଚାଳନା ପାଇଁ ବୁଥ୍‌କୁ ଯାଉଥିବାବେଳେ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଲଙ୍କ ମୃତ୍ୟୁ...

ହୋଟେଲ ମାଲିକଙ୍କୁ ଆକ୍ରମଣ ଘଟଣା: ଧରାପଡ଼ିଲେ ନାବାଳକ

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ରସୁଲଗଡ ଛକ ନିକଟ ତୃପ୍ତି ହୋଟେଲ ମାଲିକଙ୍କୁ ଆକ୍ରମଣ କରି ଲୁଟ ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ ଧରିଛି। ପୋଲିସ ନାବଳକଙ୍କୁ...

ଚୌଦ୍ୱାର ଜେଲରେ କଏଦୀଙ୍କୁ ହତ୍ୟା

କଟକ ଅଫିସ୍‌/ ଚୌଦ୍ୱାର, (ଡି.ଏନ.ଏ.),୨୫।୬: ଚୌଦ୍ୱାର ଜେଲ ଭିତରେ ସୋମବାର ଜଣେ କଏଦୀଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କଟକ ବିଡାନାସୀ ଥାନା ଅନ୍ତର୍ଗତ ତୁଳସୀପୁର...

ଆଇନଗତ ଆଳରେ ଘୁଞ୍ଚି ଚାଲିଛି ନିର୍ବାଚନ

ଯାଜପୁର ଅଫିସ,୧୩ା୮: ପୌର ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ଆଇନଗତ ବିବାଦକୁ ଆଳ କରି ନିର୍ବାଚନର ଦିନ ଗଡ଼ି ଗଡ଼ି ଚାଲିଛି। ହେଲେ...

ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମତଦାନ ଜାରି

ଭୁବନେଶ୍ୱର,୨୩।୪: ତୃତୀୟ ପର୍ଯ୍ୟାୟ ର୍ନିବାଚନରେ ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମଙ୍ଗଳବାର ସକାଳୁ ମତଦାନ ଆରମ୍ଭ ହୋଇଛି। ୬ ଲୋକସଭା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *