Posted inଜାତୀୟ

ଲକ୍ଷ୍ନୌ-ନୂଆଦିଲ୍ଲୀ ମଧ୍ୟରେ ଅକ୍ଟୋବରରେ ଗଡ଼ିବ ତେଜସ ଏକ୍ସପ୍ରେସ

ନୂଆଦିଲ୍ଲୀ,୨୧।୯: ଲକ୍ଷ୍ନୌ ଓ ନୂଆଦିଲ୍ଲୀ ମଧ୍ୟରେ ଚାଲିବାକୁ ଥିବା ତେଜସ ଏକ୍ସପ୍ରେସ୍‌ ଟ୍ରେନ୍‌ ପାଇଁ ବୁକିଂ ଆରମ୍ଭ ହୋଇଯାଇଛି। କାରଣ ଏହାକୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅକ୍ଟୋବର ୪ରେ ସବୁଜ ପତାକା ଦେଖାଇବାକୁ ଥିବା ବେଳେ ଏହା ବ୍ୟବସାୟୀକ ଭାବେ ଅକ୍ଟୋବର ୫ରେ ଯାତ୍ରା ଆରମ୍ଭ କରିବ ବୋଲି ସୂଚନା ମିଳିଛି। ତେବେ ଆଇଆର୍‌ ସିଟିସିର ତେଜସ୍‌ ଏକ୍ସପ୍ରେସରେ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ଯାତ୍ରା କରିବାର ସର୍ବନିମ୍ନ ଭଡା ରହିଛି ୧୧୨୫ ଟଙ୍କା। ସେହିପରି ଏକ୍ସଜିକ୍ୟୁଟିଭ ଚେୟାର କାରର ଭଡା ରହିଛି ୨୩୧୦ଟଙ୍କା।


All Right Reserved By

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ଦିଆଗଲା ନୋଟିସ୍‌

ହାଇଦ୍ରାବାଦ,୧୭।୮: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ଘର ଖାଲି କରିବାକୁ ନୋଟିସ୍‌ ଦିଆଯାଇଛି। ତାଡେପାଲି ଗାଁର ଡେପୁଟି ତହସିଲଦାର ଏହି ନୋଟିସ ଦେଇଛନ୍ତି। ତେବେ...

ଗରିବଙ୍କୁ ମାଗଣା ଇଡ୍‌ଲି ପରସୁଛନ୍ତି ୭୦ ବର୍ଷୀୟା ବୃଦ୍ଧା

ଚେନ୍ନାଇ,୧୫।୯: ତାମିଲନାଡୁ ରାମେଶ୍ୱରମର ଅଗ୍ନି ତୀର୍ଥମଠାରେ ଜଣେ ୭୦ ବର୍ଷୀୟା ବୃଦ୍ଧା ଗରିବଙ୍କୁ ମାଗଣାରେ ଇଡ୍‌ଲି ଖାଇବାକୁ ଦେଇ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।...

ମିଜାଇଲ୍‌ ମ୍ୟାନ୍‌ଙ୍କ ଶ୍ରାଦ୍ଧ ବାର୍ଷିକୀ: ଦେଶ ଦେଲା ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୭।୭: ଭାରତର ମିଜାଇଲ୍‌ ମ୍ୟାନ୍‌ ତଥା ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବ୍‌ଦୁଲ୍‌ କାଲାମଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶନିବାର ଦେଶ ଶ୍ରଦ୍ଧାଞ୍ଜଳି ଦେଇଛି। ୨୦୧୫ ଜୁଲାଇ ୨୭ରେ...

ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ ହେବେ ବୋମନ ଇରାନୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ବୋମନ ଇରାନୀଙ୍କୁ ଭାରତୀୟ ଫିଲ୍ମରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁ ନରଓ୍ବେରେ ଆୟୋଜିତ ହେଉଥିବା ୧୭ତମ ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ କରାଯିବ।...

ପାକିସ୍ତାନ ରୁଟ ଦେଇ ଯିବନାହିଁ ମୋଦିଙ୍କ ବିମାନ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନ ପାକିସ୍ତାନ ରାସ୍ତାରୁ କିର୍ଗିଜ୍‌ସ୍ତାନ ଯିବ ନାହିଁ। ଭିଭିଆଇପି ବିମାନ ଓମାନ, ଇରାନ ଓ ମଧ୍ୟ ଏସିଆ ଦେଶ ଦେଇ...

ଟିକ୍‌ଟକ୍‌ ଆପ୍‌ ଭାରତରେ ହେଲା ବ୍ଲକ୍‌: ଗୁଗଲ ନେଲା ପଦକ୍ଷେପ

ନୂଆଦିଲ୍ଲୀ,୧୭।୪: ଏଣିକି ଭାରତରେ ଟିକ୍‌ଟକ୍‌ ଆପ୍‌ ଆଉ ଡାଉନଲୋଡ୍‌ ହେବନାହିଁ। ଗୁଗଲ୍‌ ପକ୍ଷରୁ ଟିକ୍‌ଟକ୍‌ ଭିଡିଓ ଆପକୁ ଭାରତରେ ବ୍ଲକ୍‌ କରାଯାଇଛି। ଏହି ଆପ୍‌ ଦ୍ୱାରା...

ଏହି ମନ୍ଦିରରେ ସାହାନାଇ ବଜାନ୍ତି ମୁସଲମାନ୍‌…

ଝାଡ଼ଖଣ୍ଡର ଭାଗଲପୁର ସହର ଉତ୍ତର-ପୂର୍ବରେ ପ୍ରବାହିତ ଗଙ୍ଗା ନଦୀ କୂଳରେ ଅବସ୍ଥିତ ବାବା ବୁଦ୍ଧେଶ୍ୱରନାଥଙ୍କ ମନ୍ଦିରକୁ ବାବା ବୁଢ଼ାନାଥଙ୍କ ମନ୍ଦିର ବୋଲି ଲୋକେ କୁହନ୍ତି ।...

ଭାରତୀୟ ତଟରକ୍ଷି ବାହୀନିର ମୁଖ୍ୟ ହେଲେ କେ. ନଟରାଜନ

ନୂଆଦିଲ୍ଲୀ,୩୦।୬: ରାଜେନ୍ଦ୍ର ସିଂଙ୍କ ସ୍ଥାନ ନେଲେ କେ. ନଟରାଜନ। ରବିବାର ନଟରାଚନଙ୍କୁ ୨୩ ତମ ଭାରତୀୟ ତଟରକ୍ଷି ବାହୀନିର ମୁଖ୍ୟ ଭାବେ ନିଯୁକ୍ତି ମିଳିଛି। ପୂର୍ବରୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *