ଜମନକିରାରେ ସ୍ବଚ୍ଛ ଭାରତ ଅଭିଯାନ: ଝାଡ଼ୁ ଧରିଲେ ପୂର୍ବତନ ବିଧାୟକ ରବିନାରାୟଣ

ଜମନକିରା,୨୧।୯(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମାରେ ଶନିବାର ବ୍ଲକ୍‌ ଭାଜପା ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ ନେଇ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜମନକିରା ବ୍ଲକ୍‌ ମଣ୍ଡଳସ୍ତରୀୟ ସଭାପତି ବୀରେନ୍ଦ୍ର ଚୌଧରୀଙ୍କ ନେତୃତ୍ୱରେ ଭାଜପା ପକ୍ଷରୁ ସ୍ଥାନୀୟ ପରିସ୍ରାଗାର, ମୁଖ୍ୟଛକ, ରାସ୍ତାଘାଟ ଆଦି ସଫେଇ କାର୍ଯ୍ୟ କରାଯାଇଥିଲା। ଏଥିରେ କୁଚିଣ୍ଡା ପୂର୍ବତନ ବିଧାୟକ ରବିନାରାୟଣ ନାଏକ, ପୂର୍ବତନ ବିଧାୟକ ବୃନ୍ଦାବନ ମାଝି, ଉଦ୍ଧବ ବେହେରା, ତ୍ରିଲୋକ ପ୍ରଧାନ, ସମିତିସଭ୍ୟ ସରୋଜ ସେଠ, ସଞ୍ଜୀବ ନାଏକ, ଅଜୟ ସାହୁ, ବିକ୍ରମ ସାହୁ, ସତୁଲ୍ୟ ପଟେଲ, ନରୋତ୍ତମ ବାଘ, ହେମନ୍ତ ଦ୍ୱିବେଦୀ, ଟିଟୁ କାଲୋ, ଧୀରେନ ଗର୍ଡ଼ିଆ ପ୍ରମୁଖଙ୍କ ସମେତ ବହୁ ଭାଜପା କର୍ମୀ ସାମିଲ ହୋଇଥିଲେ।


All Right Reserved By Dharitri.Com

ପାଏନ୍‌ ସମସିଆ ସଂଗେ ଯୁଝୁଛନ୍‌ ୨ ଗାଁବାସୀ

ମନମୁଣ୍ଡା, ୧୨।୬ (ଡି.ଏନ୍‌.ଏ): ବୌଦ୍ଧ ଜିଲା ମନମୁଣ୍ଡା ପଁଚେତ୍‌ର ମହୁଲବାହାଲି ଆର କଲତାପାଲି ଗଁାରେ ପାଏନ୍‌ ସଁକଟ ଦେଖାଦେଇଛେ। ଇ ଗଁାର ଲୋକ୍‌ ବରଷା ପାଏନ୍‌...

ଓଲଟିଲା ଯାତ୍ରୀବାହୀ ବସ୍‌: ୩ ଗୁରୁତର, ୧୪ ଆହତ

ଜହ୍ନାପଙ୍କ,୭।୧୨(ଡି.ଏନ୍‌.ଏ.): ବୌଦ୍ଧ-ବଲାଙ୍ଗୀର ୫୭ ନଂ. ଜାତୀୟ ରାଜପଥ ଜହ୍ନାପଙ୍କ ଗାୟତ୍ରୀ ମନ୍ଦିର ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ...

ଦାବିପତ୍ର ଦେଲେ ଡାକ୍ତର, କର୍ମଚାରୀ

ତାଳଚେର,୧୫ା୮(ନି.ପ୍ର.) ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତର ଓ ନର୍ସଙ୍କୁ ମାଡ଼ ମାରିଥିବା ଅଭିଯୁକ୍ତଙ୍କୁ ଗିରଫ କରାଯିବା, ଡାକ୍ତରଖାନା ପରିସରରେ ପୋଲିସ ଆଉଟପୋଷ୍ଟ ଖୋଲାଯିବା ଦାବିରେ ବୁଧବାର ତାଳଚେର...

ପ୍ରଶାସନର ନୂଆବର୍ଷ ପ୍ରସ୍ତୁତି: ଝଲସିଲାଣି ମେଘନାଦ ପାଚେରି; ଶେଷ ପର୍ଯ୍ୟାୟରେ ବ୍ୟାରିକେଡ କାମ

ପୁରୀ ଅଫିସ, ୨୯ା୧୨:  ଆଉ ୩ ଦିନ ପରେ ନୂଆବର୍ଷ। ପୁରୀରେ ଲକ୍ଷ ଲକ୍ଷ ଭକ୍ତ ଓ ପର୍ଯ୍ୟଟକଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି...

୧୧ କେଜିରୁ ଊର୍ଦ୍ଧ୍ୱ ବ୍ରାଉନସୁଗାର ଜବତ : ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୦ା୮ : ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ପୋଲିସ ଶନିବାର ଜୟମଙ୍ଗଳ ଛକରୁ ୧୧ କେଜି ୮୦୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହା...

ଧୁଷୂରୀ ପଞ୍ଚାୟତ ପୂର୍ବତନ ସରପଞ୍ଚଙ୍କ ପରଲୋକ

ଧାମନଗର,୧୯।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଧୁଷୂରୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ଅଜୟ ଦାସଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଶୁକ୍ରବାର ସନ୍ଧ୍ୟାରେ ଅଜୟ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର: ଚାଳକ ମୃତ

ମାର୍ଶାଘାଇ,୪।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗିରଙ୍ଗ ଗ୍ରାମ ନିକଟରେ ଶୁକ୍ରବାର ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗାଡି ଚାଳକ ତଥା...

ସତୀଗୁଡା ଜଳଭଣ୍ଡାରରେ କମିଛି ପକ୍ଷୀ ସଂଖ୍ୟା:୨୦୧୯ରେ ଥିଲା ୨୧୧୭,ଚଳିତବର୍ଷ ୧୫୮୮

ମାଲକାନଗିରି,୪।୧ (ଡି.ଏନ୍‌.ଏ.)- ମାଲକାନଗିରି ବନଖଣ୍ଡ ମାଲକାନଗିରି ବନାଞ୍ଚଳ ପକ୍ଷରୁ ଶୁକ୍ରବାର ସତୀଗୁଡା ଜଲଭଣ୍ଡାରରେ ପକ୍ଷୀଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ ପକ୍ଷୀସଂଖ୍ୟା କମିଥିବା...

Leave a comment

Your email address will not be published. Required fields are marked *