Posted inଜାତୀୟ

ଟିଡିପି ନେତା ଏନ୍‌ ଶିବ ପ୍ରସାଦଙ୍କ ବିୟୋଗ

ବିଜୟଓ୍ବାଡା,୨୧।୯: ଆନ୍ଧ୍ର ପ୍ରଦେଶ ଚିତୋରର ପୂର୍ବତନ ଏମ୍‌ପି ତଥା ବରିଷ୍ଠ ଟିଡିପି ନେତା ଏନ୍‌ ଶିବ ପ୍ରସାଦଙ୍କର ଶନିବାର ପରଲୋକ ହୋଇଛି। ବେଶ୍‌ କିଛିଦିନ ହେବ ସେ କିଡ୍‌ନୀ ଜନିତ ସମସ୍ୟାରେ ପୀଡିତ ଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ଆପୋଲୋ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ଆନ୍ଧ୍ର ପ୍ରଦେଶର ଚିତୋର ଜିଲାରେ ଜନ୍ମ ନେଇଥିବା ଶିବ ପ୍ରସାଦଙ୍କୁ ମୃତ୍ୟୁ ବେଳକୁ ମାତ୍ର ୬୮ ବର୍ଷ ବୟସ ହୋଇଥିଲା।


All Right Reserved By Dharitri.Com

ଜନତାଙ୍କ ଆଶାକୁ ନିଶ୍ଚୟ ପୂରା କରିବେ ମୋଦି: ହେମାମାଳିନୀ

ନୂଆଦିଲ୍ଲୀ, ୩୦।୫: ଲୋକ ସଭା ନିର୍ବାଚନରେ ଉତ୍ତର ପ୍ରଦେଶର ମଥୁରା ଆସନରୁ ବିଜୟ ହାସଲ କରିବା ପରେ ଅଭିନେତ୍ରୀ ହେମାମାଳିନୀ ଗୁରୁବାର ମୋଦିଙ୍କ ଶପଥ ଗ୍ରହଣ...

ଯୋଗୀ ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା

ରାଏବରେଲି,୨୨।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ଉତ୍ତର ପ୍ରଦେଶରେ ଅପରାଧ...

ମାତା-ପିତା ଉଭୟଙ୍କର ସ୍ନେହ ସନ୍ତାନ ପାଇଁ ଗୁରୁତ୍ୱପୂର୍ଣ୍ଣ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୨।୧୦: ମାତା-ପିତାଙ୍କ ସ୍ନେହ ସନ୍ତାନଙ୍କ ପାଇଁ ଆବଶ୍ୟକ ଏବଂ ଗୁରୁତ୍ୱପୂର୍ଣ୍ଣ। ଏଥିରେ ମାତା-ପିତାଙ୍କ ଲାଗି ପ୍ରତିବନ୍ଧକ ସୃଷ୍ଟି ହୋଇପାରିବ ନାହିଁ ବୋଲି ଶନିବାର ସୁପ୍ରିମ୍‌କୋର୍ଟ ରାୟ...

ଗୁଡ଼ି ସୂତାରେ କଟି ୧୨ଶହରୁ ଊର୍ଦ୍ଧ୍ୱ ପକ୍ଷୀ ଆହତ; ୧୫୦ ମୃତ

ନୂଆଦିଲ୍ଲୀ,୧୭।୮: ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ଅବସରରେ ରାଜଧାନୀବାସୀ ଖୁବ୍‌ ମଜାରେ ଗୁଡି ଉଡାଇଥିଲେ। ହେଲେ ଏହାର ପରିଣାମ ଭୋଗିବାକୁ ପଡିଛି ନିରିହ ପକ୍ଷୀମାନଙ୍କୁ।...

୧୮ରେ ଶପଥ ନେବେ ନୂଆ ସିଜେଆଇ ବୋବ୍‌ଡେ

ନୂଆଦିଲ୍ଲୀ,୩୦ା୧୦(ଆଇଏଏନ୍‌ଏସ୍‌): ଜଷ୍ଟିସ୍‌ ଶରଦ ଅରବିନ୍ଦ ବୋବ୍‌ଡେ ଭାରତର ୪୭ତମ ପ୍ରଧାନ ବିଚାରପତି (ସିଜେଆଇ) ହେବେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କ ନିଯୁକ୍ତିପତ୍ରରେ ସ୍ବାକ୍ଷର କରିଛନ୍ତି।...

ଇଦ୍‌ ଶୁଭେଚ୍ଛା ଜଣାଇ ଟ୍ରୋଲ୍‌ ହେଲେ ମମତା

କୋଲକାତା, ୫।୬: ‘ଜୟ ଶ୍ରୀରାମ’ ନାରାକୁ ନେଇ ପଶ୍ଚିମବଙ୍ଗ ରାଜନୀତି ବେଶ ଉଷ୍ମ ହେବାରେ ଲାଗିଛି। ଗୋଟିଏ ପଟେ ‘ଜୟ ଶ୍ରୀରାମ’ ନାରା ଶୁଣିବା ମାତ୍ରେ...

ଜେଲ୍‌ ଗଲେ ଫାରୁକ

ଶ୍ରୀନଗର,୧୬।୯: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ପବ୍ଲିକ ସେଫ୍ଟି ଆକ୍ଟ(ପିଏସ୍‌ଏ) ଅନୁଯାୟୀ ସୋମବାର ଗିରଫ କରାଯାଇଛି। ଏଥିସହ  ତାଙ୍କୁ ଯେଉଁ ସ୍ଥାନରେ ରଖାଯିବ ତାହାକୁ...

ନାଳକୁ ବସ୍‌ ଖସି ୨୪ ମୃତ

ପେଶାଓ୍ବାର, ୧ା୯(ପି.ଟି.): ଉତ୍ତର-ପଶ୍ଚିମ ପାକିସ୍ତାନରେ ଏକ ଯାତ୍ରୀବାହୀ ବସ୍‌ ପୋଲ ଭାଙ୍ଗି ନାଳରେ ଖସିପଡ଼ିବାରୁ ଏଥିରେ ଥିବା ୨୪ ଜଣଙ୍କ ପ୍ରାଣହାନି ଘଟିଛି। ଅନେକ ଶିଶୁ...

Leave a comment

Your email address will not be published. Required fields are marked *