Posted inଜାତୀୟ

ଆସାମ ବନ୍ୟାରେ ୮ ମୃତ, ୨ ଲକ୍ଷ ପ୍ରଭାବିତ

ଗୁଆହାଟୀ,୧୮।୫: ପ୍ରାକ୍‌ ମୌସୁମୀ ବର୍ଷାରେ ଆସାମର ବିଭିନ୍ନ ନଦୀରେ ପ୍ରବଳ ବନ୍ୟା ଆସି ୨୪ ଜିଲା କ୍ଷତିଗ୍ରସ୍ତ ହୋଇଛି। ବନ୍ୟାଜନିତ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଛି। ବନ୍ୟା ଓ ଭୂସ୍ଖଳନ ଯୋଗୁ ଚାଚରରେ ଅନ୍ୟ ୬ ଜଣ ନିଖୋଜ ଅଛନ୍ତି। ୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟାରେ ପ୍ରଭାବିତ ହୋଇଥିବା ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଏଏସ୍‌ଡିଏମ୍‌ଏ) ସୂଚନା ଦେଇଛନ୍ତି। ୨୪ ଜିଲାର ୮୧୧ ଗ୍ରାମରେ ୬,୫୪୦ ଘର ସମ୍ପୂର୍ଣ୍ଣ କିମ୍ବା ଆଂଶିକ ଭାଙ୍ଗିଛି। ୭୨ ରିଲିଫ୍‌ କ୍ୟାମ୍ପରେ ୩୩,୩୦୦ରୁ ଅଧିକ ଲୋକ ଆଶ୍ରୟ ନେଇଛନ୍ତି।
ଡିମା-ହସାଓ ଜିଲାରେ ଥିବା ହିଲ୍‌ ଷ୍ଟେଶନ ଅତ୍ୟନ୍ତ ସଙ୍କଟାପନ୍ନ ସ୍ଥିତିରେ ରହିଛି। ପ୍ରବଳ ବର୍ଷା ଯୋଗୁ ଲୁମଡିଙ୍ଗ୍‌-ବଦରପୁର ସିଙ୍ଗଲ୍‌ ରେଳଲାଇନ କ୍ଷତିଗ୍ରସ୍ତ ହୋଇଛି। ଏହି ରେଳଲାଇନ ଆସାମ ସମେତ ତ୍ରିପୁରା, ମିଜୋରାମ ଓ ମଣିପୁରକୁ ଦେଶର ଅନ୍ୟ ଭାଗ ସହ ଯୋଡ଼ୁଥିବାବେଳେ ବନ୍ୟା ଯୋଗୁ ୪ ଦିନ ହେଲା ରେଳ ଚଳାଚଳ ବନ୍ଦ ରହିଛି। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ପାଇଛି। ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁ ହାଫ୍‌ଲଙ୍ଗ ଷ୍ଟେଶନ ପାଣିରେ ସମ୍ପୂର୍ଣ୍ଣ ବୁଡ଼ିଯାଇଛି। ପ୍ରବଳ ଜଳସ୍ରୋତରେ ଉକ୍ତ ଷ୍ଟେଶନରେ ଅଟକିଥିବା ଏକ ଟ୍ରେନ୍‌ର କେତେକ ବଗି ଓଲଟି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri