ଚିଲିକା ବିଧାୟକଙ୍କୁ ଆକ୍ରମଣ ଘଟଣା: ୯ ଗିରଫ

ଖୋର୍ଦ୍ଧା ଅଫିସ,୨୮।୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସଙ୍କ ଉପରେ ଗାଡ଼ି ମଡାଇବା ଅଭିଯୋଗରେ ଚିଲିକା ବିଧାୟକ ଗିରଫ ହୋଇ ଜେଲରେ ଅଛନ୍ତି ।
ଏହି ଘଟଣାରେ ଚିଲିକା ବିଧାୟକଙ୍କୁ ଉତ୍ତ୍ୟକ୍ତ ଲୋକେ ଆକ୍ରମଣ କରିଥିଲେ। ଲୋକଙ୍କ ମାଡ଼ରେ ବିଧାୟକ ପ୍ରଶାନ୍ତ ଜଗ୍‌ଦ୍ଦେବ ରକ୍ତାକ୍ତ ହୋଇପଡ଼ିଥିଲେ।
ପରେ ବିଧାୟକଙ୍କ ସମର୍ଥକମାନେ ଆକ୍ରମଣକାରୀଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ । ସେବେଠାରୁ ଅଭିଯୁକ୍ତମାନେ ଫେରାର ଥିବାବେଳେ ସେମାନଙ୍କ ମଧ୍ୟରୁ ୯ ଜଣ ଅଭିଯୁକ୍ତଙ୍କୁ ବାଲୁଗାଁ ଏସ୍‌ଡିପିଓଙ୍କ ନେତୃତ୍ୱରେ ସୋମବାର ଗିରଫ କରାଯାଇଛି। ସ୍ବତନ୍ତ୍ର ସ୍କ୍ବାଡ ଟିମ୍‌ ନୀଳାଦ୍ରିପ୍ରସାଦସ୍ଥିତ ପୁରୁଣା ବଙ୍କାଡ଼ଗଡ଼ ରାଜପ୍ରସାଦ ନିକଟସ୍ଥ ଜଙ୍ଗଲରୁ ସେମାନଙ୍କୁ ଗିରଫ କରି ବାଣପୁର କୋର୍ଟଚାଲାଣ କରିଛି । ଏନେଇ ବାଲୁଗାଁ ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ୨୦୦ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ହସ୍ପିଟାଲ

ସୁୁନ୍ଦରଗଡ଼,୧୯ା୪(ଡି.ଏନ୍‌.ଏ.) ସୁନ୍ଦରଗଡ଼ରେ ନିର୍ମାଣାଧୀନ ମେଡିକାଲ କଲେଜ ଓ ହସ୍ପିଟାଲରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ଓ୍ବାର୍ଡର କାମ ସରିଛି ା ଏହି ହସ୍ପିଟାଲକୁ ଜିଲା...

ପିଜି ସ୍ପଟ୍‌ ନାମଲେଖା ପାଇଁ ଆଜି ମେଧା ତାଲିକା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ପିଜି ସ୍ପଟ୍‌ ନାମଲେଖା ପାଇଁ ସୋମବାର ଅପରାହ୍ନ ୪ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରଙ୍କୁ...

ଟ୍ରେନ୍‌ରେ କଟି ଟ୍ରକ୍‌ ଡ୍ରାଇଭରଙ୍କ ଜୀବନ ଗଲା

ଧର୍ମଶାଳା,୧୮।୫(ଡି.ଏନ.ଏ.): ଧାନମଣ୍ଡଳ ଷ୍ଟେଶନରେ ଶୁକ୍ରବାର ରାତି ୨ଟାରେ ଜଣେ ଟ୍ରକ୍‌ ଡ୍ରାଇଭର ରେଳଧାରଣା ପାର ହେଉଥିବାବେଳେ ଟ୍ରେନରେ କଟି ମୃତ୍ୟୁ ଘଟିଛି। ମୃତକ ନିରଞ୍ଜନ ମଲିକ...

ଉଚ୍ଚ ଜୁଆର ମାଡ଼ରେ ଗାଁ ବନ୍ଧରେ ୩୦ ଫୁଟର ଘାଇ

ମହାକାଳପଡ଼ା,୧୮ା୫(ଡି.ଏନ୍‌.ଏ.): ସୋମବାର ପୂର୍ଣ୍ଣିମା ତିଥିରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅଧୀନ ପାଣିଖିଆ ସାନ୍ତାଳପଡ଼ା ଗାଁର...

ସ୍ବାସ୍ଥ୍ୟ ବିଭାଗ ପ୍ରକଳ୍ପରେ କନ୍ଧମାଳକୁ ସ୍କଚ୍‌ ଆୱାର୍ଡ

ଫୁଲବାଣୀ ଅଫିସ, ୨୧ା୬-କନ୍ଧମାଳ ଜିଲା ସ୍ବାସ୍ଥ୍ୟ ବିଭାଗର ପ୍ରକଳ୍ପ ମର୍ଯ୍ୟାଦାଜନକ ସ୍କଚ୍‌ ଆୱାର୍ଡ ପାଇବାକୁ ବିବେଚିତ ହୋଇଛି। ସିଲ୍‌ଭର ବିଭାଗରେ ଜିଲାକୁ ଏହି ପୁରସ୍କାର ମିଳିବ।...

ଧାନ ଚୋରି କରି କୋର୍ଟ ଚାଲାଣ

ଆନନ୍ଦପୁର,୨୪ା୧୨(ସ୍ବ.ପ୍ର.): ଧାନ ଚୋରି ଅଭିଯୋଗରେ ଆନନ୍ଦପୁର ପୋଲିସ ଶନିବାର ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ବାଉଁଶଗଡ଼ ଗ୍ରାମର ଘନଶ୍ୟାମ ବାଗସିଂ ଓ...

ଠାକୁରାଣୀ ଯାତ୍ରା ଲାଗି ଶୁଭଖୁଣ୍ଟି ସ୍ଥାପନ

ଛତ୍ରପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ରବିବାର ଶୁଭଖୁଣ୍ଟି ସ୍ଥାପନ ହୋଇଯାଇଛି। ଯାତ୍ରା କମିଟି ମ୍ୟାନେଜର କେ.ଚନ୍ଦ୍ରଶେଖର...

ଶ୍ରୀରାମ ଧ୍ୱନିରେ କମ୍ପୁଛି ସହର

ଭଦ୍ରକ ଅଫିସ,୯।୪ କୋଭିଡ୍‌ କଟକଣା ହଟିବା ପରେ ଭଦ୍ରକ ସହରରେ ଗଣପର୍ବ ଭାବେ ପରିଚିତ ଶ୍ରୀରାମ ନବମୀ ମହୋତ୍ସବ ଏଥର ଧୁମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ଏଥିପାଇଁ...

Advertisement
Archives

Model This Week