ଆଜି ରାଜଧାନୀରୁ ୯ ନୂଆ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୧୮

ଭୁବନେଶ୍ୱର,୨ା୧(ବ୍ୟୁରୋ): ରାଜଧାନୀରୁ ଶନିବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୬୫୬ରେ ପହଞ୍ଚିଥିବା ବେଳେ ୩୧,୧୭୫ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୨୧୮ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ରାଜଧାନୀରୁ କରୋନାରେ ୨୪୨ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା : ଫୁଲୁଛି ମହାନଦୀ, ତେଲନଦୀ

ସୋନପୁର,୨୮।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଜିଲାରେ ପ୍ରବାହିତ ମହାନଦୀ, ତେଲନଦୀ, ଅଙ୍ଗନଦୀ, ସୁକତେଲ, ନିବୃତ୍ତି ଯୋର ଓ ଅନ୍ୟ...

୬୦ନଂ କରୋନା ଆକ୍ରାନ୍ତ ଝାରପଡ଼ା ନିଳାଦ୍ରିନଗରର: ଗ୍ରୋସରୀ-ପରିବା ଲାଗି ବୁଲିଛନ୍ତି କେସୁରା ବଜାର, ରସୁଲଗଡ଼ ହାଟ, ପଳାଶୁଣୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜଧାନୀରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଝାରପଡ଼ା ଅଞ୍ଚଳର ହୋଇଥିବା ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି।...

ତହସିଲ ଅଫିସରୁ କର୍ମଚାରୀଙ୍କୁ ତଡିଦେଲେ ଚାଷୀ

ବରଗଡ଼ ଅଫିସ୍‌,୨୫।୩।: ବରଗଡ଼ ଜିଲାରେ ଚାଷୀ ସମସ୍ୟା ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରିକୁ ନେଇ ସରକାରୀ କଳ ପକ୍ଷରୁ କରାଯାଉଥିବା ବିଭିନ୍ନ କଟକଣାକୁ...

‘ଏବେ ଭୁବନେଶ୍ୱରେ କମିବ ନାହିଁ ସଂକ୍ରମଣ’

ଭୁବନେଶ୍ୱର, ୨୯।୧୦ (ବ୍ୟୁରୋ): ରାଜ୍ୟରେ ସମ୍ପ୍ରତି କରୋନା ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। ଅପରପକ୍ଷେ ରାଜ୍ୟରୁ ଚିହ୍ନଟ ହେଉଥିବା ସଂକ୍ରମିତଙ୍କ ମଧ୍ୟରେ ସର୍ବାଧିକ ରାଜଧାନୀ ଭୁବନେଶ୍ୱରରୁ ରହୁଛନ୍ତି।...

୨୨ବର୍ଷରେ ଆଇଏଏସ୍‌ ପାଇଲେ ଓଡ଼ିଆ ଝିଅ

ଭୁବନେଶ୍ୱର, ୬ା୮(ବ୍ୟୁରୋ): କମ୍‌ ବୟସରେ ବଡ଼ ସଫଳତା। ମାତ୍ର ୨୨ବର୍ଷ ବୟସରେ ୟୁପିଏସ୍‌ସି ପରୀକ୍ଷାରେ ସଫଳତା ହାସଲ କରିଛନ୍ତି ଜଣେ ଓଡ଼ିଆ ଝିଅ। ୩୧ତମ ର଼୍ୟାଙ୍କ୍‌ରେ...

ବାଲେଶ୍ୱରରେ ଶିଳ୍ପ ସମୀକ୍ଷା କରୁଛନ୍ତି ଅସିତ ତ୍ରିପାଠୀ

ବାଲେଶ୍ୱର ଅଫିସ ୨୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଅସିତ ତ୍ରିପାଠୀ ମଙ୍ଗଳବାର ବାଲେଶ୍ୱର ଗସ୍ତରେ ଅଛନ୍ତି। ବାଲେଶର, ଭଦ୍ରକ ଏବଂ ମୟୂରଭଞ୍ଜ ତିନୋଟି...

ଅକ୍ଟୋବର ୧୨ରୁ ଓଜେଇଇ

ଭୁବନେଶ୍ୱର, ୧୮।୯(ବ୍ୟୁରୋ)- ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ...

ଅମୃତ ଯୋଜନାରେ ପାର୍କ ପୁନରୁଦ୍ଧାର କାର୍ଯ୍ୟ ଅଧା: ୧୭ ସରିଛି, ୧୯ ବାକି

ଭୁବନେଶ୍ୱର, ୨୦।୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଅମୃତ ଯୋଜନାରେ ରାଜଧାନୀରେ ବିଭିନ୍ନ ପାର୍କର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟ ଚାଲିଛି। ସୌନ୍ଦର୍ଯ୍ୟକରଣ ସହ ନୂତନ ନିର୍ମାଣ ଓ...

Advertisement
Archives

Model This Week