୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର: ୧୧୩ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର, ୨୯।୧(ବ୍ୟୁରୋ): ରାଜ୍ୟରେ ଆଉ ୯ଜଣ ଅଧିକାରୀଙ୍କୁ ଶୁକ୍ରବାର ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରୁ ୭ଜଣଙ୍କ ବିରୋଧରେ ଦୁର୍ନୀତି ମାମଲା ରହିଥିବା ବେଳେ ୨ ଅଧିକାରୀଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏପର୍ଯ୍ୟନ୍ତ ୧୧୩ ଜଣ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।
ଦୁର୍ନୀତି ଓ ଅପରାଗତା ପାଇଁ ବାଧ୍ୟତାମୂଳକ ଭାବେ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ- ଖଣି ବିଭାଗର ଉପନିର୍ଦ୍ଦେଶକ ମଦନ ମୋହନ ବିଶ୍ୱାଳ, ଶ୍ରମ ବିଭାଗର ଯୁଗ୍ମ କମିଶନର ଶରତ ଚୌଧୁରୀ, ଗଜପତିର ଡିଭିଜନାଲ ଶ୍ରମ କମିଶନର ନମିତା ଦାସ, ଖଣି ଅଧିକାରୀ ଗ୍ରୁପ-କ ପାହ୍ୟାର ରମେଶ ଚନ୍ଦ୍ର ମହାଲିକ, ସୁନ୍ଦରଗଡ଼ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ସତ୍ୟନାରାୟଣ ପ୍ରଧାନ, ଜଙ୍ଗଲ ବିଭାଗ ସହକାରୀ ବନ ସଂରକ୍ଷକ ଲକ୍ଷ୍ମଣ ପ୍ରଧାନ, ଜଙ୍ଗଲ ବିଭାଗ ରେଞ୍ଜ ଅଧିକାରୀ ଭରତ କୁମାର ଘଡେଇ, ବଲାଙ୍ଗୀର ମୁରିବାହାଲ ଫରେଷ୍ଟ ରେଞ୍ଜ ଅଧିକାରୀ ପ୍ରଶାନ୍ତ ନାୟକ, ରାୟଗଡ଼ା ଜିଲା ଶ୍ରମ ଅଧିକାରୀ ପ୍ରଦୀପ କୁମାର ଭୋଇ ଅଛନ୍ତି। ଏପର୍ଯ୍ୟନ୍ତ ୧୧୩ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଭାବେ ଅବସର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri