୯ କାଉନସିଲର ପ୍ରାର୍ଥୀପତ୍ର ନାକଚ

ଧାମନଗର,୧୦ା୩: ନୂଆ କରି ଗଠିତ ଧାମନଗର ଏନ୍‌ଏସି ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ଅଧ୍ୟକ୍ଷ ପଦ ପାଇଁ କୌଣସି ନାମାଙ୍କନ ନାକଚ ହୋଇ ନ ଥିବା ବେଳେ ୯ ଜଣ କାଉନସିଲର ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଯାଇଛି। ଯାଞ୍ଚ ପରେ ମୋଟ ଅଧ୍ୟକ୍ଷ ପଦରେ ୫ଜଣ ଥିବାବେଳେ କାଉନସିଲର ପଦ ପାଇଁ ୪୦ ଜଣ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଏନ୍‌ଏସି ଅଧିକାରୀ ଯତିନ୍ଦ୍ର ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ ହୋଇଛନ୍ତି । ବିଇଓ ଗୁରୁବାର…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri