ରାଜ୍ୟରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୪(ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ୫ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଲୋକାଲ୍‌ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପିଲା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୬୮କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri