Posted inଜାତୀୟ

କାନ୍ଥ ଭୁଷୁଡିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହୟତା ରାଶି ଘୋଷଣା

ଲକ୍ଷ୍ନୌ,୧୬।୯: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ହଜରତଗଞ୍ଜରେ ଏକ ନିର୍ମାଣଧୀନ କାନ୍ଥ ଭୁଷୁଡି ପଡିବା ଫଳରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ସହୟତା ରାଶି ଘୋଷଣା କରିଛନ୍ତି।
ତେବେ ପ୍ରବଳ ବର୍ଷା ଯୋଗୁ କାନ୍ଥ ଭୁଷୁଡି ପଡିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢାଇଲାଣି ରାଜଧାନୀର ସଂକ୍ରମଣ, ୨୪ ଘଣ୍ଟାରେ ୧୦୯୪ ନୂଆ ସଂକ୍ରମିତ, ୨ ମୃତ

ନୂଆଦିଲ୍ଲୀ,୨୪ ।୪: ରାଜଧାନୀରେ ଦ୍ରୁତ ଗତିରେ ବଢି ଚାଲିଥିବା କରୋନା ସଂକ୍ରମଣ ଚିନ୍ତା ବଢାଇଲାଣି । ଗତ ୨୪ ଘଣ୍ଟାରେ ୧୦୯୪ ନୂଆ ସଂକ୍ରମିତ ଚିହ୍ନଟ...

ଉଦ୍ଧବଙ୍କୁ ପୁଣି ଝଟ୍‌କା: ସିଏଜି କରିବେ ବିଏମ୍‌ସିର ୨ ବର୍ଷ କାର୍ଯ୍ୟର ତଦନ୍ତ, ନିର୍ଦ୍ଦେଶ ଦେଲେ ଶିନ୍ଦେ…

ମୁମ୍ବାଇ,୩୧।୧୦ : ନିର୍ବାଚନ ପୂର୍ବରୁ ବ୍ରିହାନମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମସି)ରେ ଏକ ବଡ଼ ଆଲୋଡ଼ନ ସୃଷ୍ଟି ହୋଇଛି। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାର ସିଏଜିଙ୍କ...

ପ୍ରଥମ ଭର୍ଚୁଆଲ ସ୍କୁଲର ଶୁଭାରମ୍ଭ କଲେ କେଜରିଓ୍ବାଲ…

ନୂଆଦିଲ୍ଲୀ, ୩୧।୮ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶିକ୍ଷା ଏବଂ ଚିକିତ୍ସା କ୍ଷେତ୍ରରେ କେତେକ ବଡ଼ ଘୋଷଣା କରିଛନ୍ତି। ଏଥି ମଧ୍ୟରୁ ସବୁଠାରୁ ବିଶେଷ...

ଅଗ୍ନିବୀରଙ୍କ ପାଇଁ ଆନନ୍ଦ ମହିନ୍ଦ୍ରାଙ୍କ ବଡ ଘୋଷଣା

ନୂଆଦିଲ୍ଲୀ,୨୦ ।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ଇତିମଧ୍ୟରେ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ...

ଅଗଷ୍ଟଠାରୁ ପ୍ରତିମାସରେ ଦିଆଯିବ ୯୦ ଲକ୍ଷ ଡୋଜ୍‌…

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ସୁରକ୍ଷିତ ରହିବା ଲାଗି ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...

୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍‌…

ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍‌ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ...

ରାଜ୍ୟ ସଭାରୁ ବିଦାୟ ନେଲେ ଗୁଲାମ ନବି ଆଜାଦ: ଭାବୁକ ହେଲେ ମୋଦି

ନୂଆଦିଲ୍ଲୀ,୯ ।୨: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ ମଙ୍ଗଳବାର ରାଜ୍ୟ ସଭାରୁ ବିଦାୟ ନେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କ ସମ୍ପର୍କରେ...

ଟିକା ନେବା ପରେ ୪୦ କୋଟି ଲୋକ ପାଲଟି ଯାଇଛନ୍ତି ‘ବାହୁବଳୀ’: ମୋଦି

ନୂଆଦିଲ୍ଲୀ,୧୯ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷର ମୌସୁମୀ ଅଧିବେଶନରେ ଯୋଗ ଦେବାକୁ ସୋମବାର ସଂସଦରେ ପହଞ୍ଚିଥିଲେ । ଏହି ସମୟରେ ସେ ଖବରଦାତାଙ୍କ...

Advertisement
Archives

Model This Week