Posted inଜାତୀୟ

କରୋନା ଚିକିତ୍ସାରୁ ହଟିଲା ୯ ଔଷଧ…

ନୂଆଦିଲ୍ଲୀ,୩୦।୩ : କରୋନା ସଂକ୍ରମଣର ଚିକିତ୍ସାରୁ ୯ ଔଷଧକୁ ପ୍ରୋଟୋକଲରୁ ବାଦ ଦିଆଯାଇଛି। ଏଥିମଧ୍ୟରେ ଆଜିଥ୍ରୋମାଇସିନ, ଡକ୍ସିସାଇକ୍ଲିନ, ମୋନୋକ୍ଲୋନାଲ ଆଣ୍ଟିବଡି ଏବଂ ଆଇଭର୍ମେକ୍ଟିନ ଔଷଧ ଅନ୍ତର୍ଭୁକ୍ତ। ଏସବୁ ଔଷଧ ତିନି ବର୍ଷ ଧରି କରୋନା ଚିକିତ୍ସାରେ ବ୍ୟବହୃତ ହେଉଥିଲା। ତେବେ ଏସବୁକୁ ଏବେ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି।

କେବଳ ଏତିକି ନୁହେଁ, କରୋନା ରୋଗୀଙ୍କ ପାଇଁ ଆଣ୍ଟିବାୟୋଟିକ ବ୍ୟବହାରକୁ ନେଇ ସରକାର ଏକ ସର୍ତ୍ତ ମଧ୍ୟ ଲଗାଇଛନ୍ତି। କରୋନା ଭାଇରସର କ୍ଲିନିକାଲ ସନ୍ଦେହ ନ ହେବା ପର୍ଯ୍ୟନ୍ତ ଡାକ୍ତରମାନଙ୍କୁ ଆଣ୍ଟିବାୟୋଟିକ ବ୍ୟବହାର ନ କରିବାକୁ କୁହାଯାଇଛି।

ସୂଚନାନୁସାରେ, ନୂଆଦିଲ୍ଲୀରେ ଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ ଆଇସିଏମଆର ଏବଂ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ ମିଳିତ ଭାବେ ସଂଶୋଧିତ ଚିକିତ୍ସା ପ୍ରୋଟୋକଲ ପ୍ରସ୍ତୁତ କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏହାକୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସହ ଅଂଶୀଦାର କରିଛନ୍ତି ଏବଂ ଏହି ଆଧାରରେ ଚିକିତ୍ସା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ନୂତନ ପ୍ରୋଟୋକଲରେ ପରାମର୍ଶ ଦିଆଯାଇଛି ଯେ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଔଷଧ ରେମଡେସିଭିର ଏବଂ ଟୋକିଲିଜୁମାବ ଉପରେ ବିଶେଷ ଧ୍ୟାନ ଦେବା ଆବଶ୍ୟକ। ଏହି ଔଷଧ ସମସ୍ତ ଆକ୍ରାନ୍ତଙ୍କୁ ଦିଆଯିବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri