Posted inଜାତୀୟ

ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କଲେ ୯ ହାର୍ଡକୋର୍‌ ମାଓବାଦୀ

ସୁକମା(ଛତିଶଗଡ଼),୧୧।୧: ଛତିଶଗଡ଼ ସୁକମାରେ ୯ଜଣ ହାର୍ଡକୋର୍‌ ମାଓବାଦୀ ଶନିବାର ଆତ୍ମସମର୍ପଣ କରିଛନ୍ତି। ୨ ମହିଳା ମାଓବାଦୀଙ୍କ ସମେତ ୯ ଜଣ ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ୯ଜଣ ମାଓବାଦୀଙ୍କ ନାଁରେ ୪୩ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିଲ ।

ସୂଚନା ଯୋଗ୍ୟ, କିଛି ଦିନ ତଳେ ଛତିଶଗଡ଼ର ବିଜାପୁର ଜିଲାରେ ଯବାନମାନେ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଶକ୍ତିଶାଳୀ ବିସ୍ଫୋରକ ଉପକରଣ (ଆଇଇଡି) ବିସ୍ଫୋରଣରେ ଉଡ଼ାଇ ଦେଇଥିଲେ। ବିସ୍ଫୋରଣରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆର୍ଜି)ର ୮ ଯବାନ ଏବଂ ଗାଡ଼ି ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ଗତ ୨ ବର୍ଷ ମଧ୍ୟରେ ମାଓବାଦୀମାନଙ୍କ ଛତିଶଗଡ଼ରେ ଏହା ସବୁଠୁ ବଡ଼ ଆକ୍ରମଣ ବୋଲି କୁହାଯାଉଛି।

ଅନ୍ୟପକ୍ଷେ ଛତିଶଗଡ଼ରେ ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୮ ଯବାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାହିଛନ୍ତି।୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶକୁ ମାଓବାଦୀ ମୁକ୍ତ କରିବା ପ୍ରତିଜ୍ଞାକୁ ସେ ଦୋହରାଇଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ୯ଜଣ ହାର୍ଡକୋର୍‌ ମାଓବାଦୀ ଆତ୍ମସମର୍ପଣ କରିବା ଛତିଶଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri