Posted inଜାତୀୟ

କାଫେରେ ଆଇଇଡି ବିସ୍ଫୋରଣ: ୯ ଗୁରୁତର

ବେଙ୍ଗାଲୁରୁ,୧।୩: ବେଙ୍ଗାଲୁରୁର କୁଣ୍ଡାଲାହାଲି ଅଞ୍ଚଳରେ ଥିବା ଲୋକପ୍ରିୟ ରାମେଶ୍ୱରମ୍‌ କାଫେରେ ଶୁକ୍ରବାର ଆଇଇଡି ବୋମା ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୯ଜଣ ଗୁରୁତର ହୋଇଥିବା କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ଗଣମାଧ୍ୟମକୁ କହିଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ଖବର ପାଇ ଏନ୍‌ଆଇଏର ଏକ ଟିମ୍‌, ବମ୍‌ ସ୍କ୍ବାଡ୍‌ ଏବଂ ଫୋରେନ୍‌ସିକ ଲାବୋରୋଟାରୀର ଏକ ଟିମ୍‌ କାଫେରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆକ୍ରମଣରେ ଇମ୍ପ୍ରୋଭାଇଜଡ୍‌ ବିସ୍ଫୋରକ ଉପକରଣ (ଆଇଇଡି) ବ୍ୟବହାର କରାଯାଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, କାଫେରେ କୌଣସି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇ ନ ଥିବାବେଳେ ଏକ ବ୍ୟାଗରୁ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଛି। ବିସ୍ଫୋରଣର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri