Advertisement

ସେଲ୍‌ ଚାବି ହାତେଇ ୯ କଏଦୀ ଫେରାର

କୋହିମା,୨୦।୧୧: ନାଗାଲାଣ୍ଡର ମୋନ୍‌ ଜିଲା କାରାଗାରରୁ ୯ଜଣ ଅନ୍ତେବାସୀ ଫେରାର ଥିବା ଜଣାପଡିଛି। ପୋଲିସ ସେମାନଙ୍କୁ ଧରିବାକୁ ତଲାସି ଅଭିଯାନ ଜାରି ରଖିଛି। ଫେରାର କଏଦୀଙ୍କ ମଧ୍ୟରେ କେତେଜଣ ବିଚାରାଧୀନ କଏଦୀ ଥିବାବେଳେ କେତେକ ହତ୍ୟା ମାମଲାରରେ ସମ୍ପୃକ୍ତ ଥିବା ସୂଚନା ମିଳିଛିି।

ଶନିବାର ଭୋର୍‌ରେ ଜେଲରେ ଥିବା ୯ ଅନ୍ତେବାସୀ କୌଣସି ପ୍ରକାରେ ସେଲ୍‌ ଚାବି ସଂଗ୍ରହ କରି ଖସିପଳାଇବାକୁ ସମର୍ଥ ହୋଇଥିଲେ। ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେରେ ଶକ୍ତିଶାଳୀ ଭୂକମ୍ପ:୨୬ ମୃତ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୨୫-୯(ପି.ଟି.) :ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ମଙ୍ଗଳବାର ଅପରାହ୍ନରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍‌ରେ ୫.୮ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ରାଜଧାନୀ ଇସ୍‌ଲାମାବାଦ ସମେତ...

ଭାରତର ଦାବିକୁ ପାକ୍‌ର ପ୍ରତ୍ୟାଖ୍ୟାନ

ଇସ୍‌ଲାମାବାଦ୍‌, ୫ା୮(ପି.ଟି.): ଭାରତୀୟ ସୀମାପଟେ ମରି ପଡ଼ିଥିବା ଯବାନଙ୍କୁ ନେବା ଲାଗି ଭାରତ କହିଥିବାବେଳେ ପାକିସ୍ତାନ ପକ୍ଷରୁ ଏହାକୁ ପ୍ରତ୍ୟାଖ୍ୟାନ କରାଯାଇଛି। ପାକିସ୍ତାନ ପଟୁ କୌଣସି...

ପୃଥିବୀ ପାଇଁ ମାଡ଼ି ଆସୁଛି ବିପଦ: ଆଣ୍ଟାର୍କଟିକାରୁ ଭାଙ୍ଗିଲା ବିରାଟ ହିମଖଣ୍ଡ

ଓ୍ବାଶିଂଟନ,୨।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରୁ ଏକ ବିରାଟ ହିମଖଣ୍ଡ ଭାଙ୍ଗି ଯାଇଛି। ଏହାର କ୍ଷେତ୍ରଫଳ ଭାରତର ରାଜଧାନୀ ଦିଲ୍ଲୀଠାରୁ ମଧ୍ୟ ବଡ଼...

ସୁ ଚୀଙ୍କୁ ୧୦୦ ବର୍ଷରୁ ଅଧିକ ଜେଲ୍‌ ଦଣ୍ଡାଦେଶ ଆଶଙ୍କା…

ନାପିଦ୍ୱ,୮।୧୨: ନୋବେଲ ବିଜେତା ତଥା ମ୍ୟାନ୍‌ମାର ନେତା ଅଙ୍ଗ ସାନ ସୁ ଚୀଙ୍କୁ କରୋନା ନିୟମ ଉଲ୍ଲଂଘନ କରିଥିବା ଅପରାଧରେ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ...

ଆଣ୍ଟାର୍କଟିକାରେ ନୂତନ ପ୍ରଜାତି ଗୁଳ୍ମ ଚିହ୍ନଟ, ଭାରତୀ ନାମରେ ହେଲା ନାମିତ…

ଆଣ୍ଟାର୍କଟିକା,୧୦।୭: ଭାରତୀୟ ବୈଜ୍ଞାନିକମାନେ ଅଣ୍ଟାର୍କଟିକାରେ ନୂତନ ପ୍ରଜାତିର ଗୁଳ୍ମ ଚିହ୍ନଟ କରିଛନ୍ତି। ଏହି ଗୁଳ୍ମକୁ ସ୍ଥାନୀୟ ଭାରତୀ ଷ୍ଟେଶନ ନାମରେ ନାମ କରଣ କରାଯାଇଛି। ଏହାକୁ...

ୟୁକ୍ରେନ୍‌ରୁ ଫେରୁଛନ୍ତି ଭାରତୀୟ ଛାତ୍ରଙ୍କ ପ୍ରଥମ ଦଳ

କ୍ୱିଭ୍‌,୨୫।୨: ଲଗାତାର ଭାବେ ୟୁକ୍ରେନରେ ନିଜର ସ୍ଥିତିକୁ ମଜଭୂତ କରୁଛି ରୁଷିଆ। ତୁହାକୁ ତୁହା ଆକ୍ରମଣ କରି ଦେଶର ଅନେକ ଅଞ୍ଚଳକୁ ନିଜ ଦଖଲକୁ ନେଉଛି।...

କାନାଡାରେ ବର୍ବରକାଣ୍ଡ: ୧୦ ମୃତ, ୧୫ ଆହତ

ଓଟୱା,୫।୯: କାନାଡାର ସସ୍କାଚୱାନ ପ୍ରଦେଶରେ ଏକ ବଡ଼ଧରଣର ହିଂସାକାଣ୍ଡ ଘଟିଛି। ଦୁଇ ସମ୍ପ୍ରଦାୟ ମଧ୍ୟରେ ହିଂସାକାଣ୍ଡ ଘଟିଥିଲା। ଏଥିରେ ଛୁରାମାଡ଼ ଘଟଣାରେ ୧୦ଜଣଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନର ପୋଲ ଉଡ଼ାଇଲା ରୁଷିଆ

କ୍ୱିଭ୍‌,୧୩ା୬: ୟୁକ୍ରେନର ସିଭିଏରୋଡୋନେଟସ୍କକୁ ଦେଶର ଅନ୍ୟ ସହର ସହିତ ସଂଯୋଗ କରୁଥିବା ନଦୀର ପୋଲ ଉଡ଼ାଇ ଦେଇଛି ରୁଷିଆ ସେନା। ଏହା ସହିତ ଏକମାତ୍ର ଯାତାୟାତର...

Advertisement
Archives

Model This Week