Posted inଜାତୀୟ

୩ ବର୍ଷରେ ୯ କଶ୍ମୀରୀ ପଣ୍ଡିତଙ୍କୁ କରାଯାଇଛି ହତ୍ୟା…

ନୂଆଦିଲ୍ଲୀ,୧୪।୧୨ : କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ରାଜ୍ୟ ସଭାରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୨୦୨୦ ରୁ ୨୦୨୨ ଗତ ତିନିବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରେ ୯ ଜଣ କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା କରାଯାଇଛି। ସେମାନଙ୍କ ମଧ୍ୟରେ କଶ୍ମୀରୀ ରାଜପୁତ ସମ୍ପ୍ରଦାୟର ଜଣେ ବ୍ୟକ୍ତି ଅଛନ୍ତି। ଏହା ବ୍ୟତୀତ ଅନ୍ୟ ଏକ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ୨ ଡିସେମ୍ବର ୨୦୨୨ ପର୍ଯ୍ୟନ୍ତ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) କୋଏମ୍ବାଟୁର ବିସ୍ଫୋରଣ ମାମଲା ସହିତ ୪୯୭ ଟି ମାମଲା ରୁଜୁ କରିଛି।

ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ବିବରଣୀ ଦେଇ ସେ କହିଛନ୍ତି ଯେ ଏନସିବି ଗତ ବର୍ଷ କେରଳର ବନ୍ଦରରୁ ୧,୨୭୪ କୋଟି ଟଙ୍କା ମୂଲ୍ୟର ୬୩୭ କିଲୋଗ୍ରାମ ହେରୋଇନ ଜବତ କରିଥିଲା। ଏହି ଘଟଣାରେ ୧୧ ଜଣ ବିଦେଶୀଙ୍କୁ ଗିରଫ କରାଯାଇଥିଲା।

ସିବିଆଇ ତଦନ୍ତ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ବୁଧବାର କହିଛନ୍ତି ଯେ ତେଲେଙ୍ଗାନା ଏବଂ ମେଘାଳୟ ସମେତ ନଅଟି ରାଜ୍ୟ କେତେକ ଅପରାଧର ତଦନ୍ତ ପାଇଁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋକୁ ଦିଆଯାଇଥିବା ସାଧାରଣ ସମ୍ମତି ପ୍ରତ୍ୟାହାର କରି ନେଇଛନ୍ତି। ଦିଲ୍ଲୀର ସ୍ପେଶାଲ ପୋଲିସ ଏଷ୍ଟାବ୍ଲିସମେଣ୍ଟ (ଡିଏସପିଏ) ଅଧିନିୟମ, ୧୯୪୬ର ଧାରା ୬ ଅନୁଯାୟୀ ସିବିଆଇ ଏହାର ଅଧିକାର ଅଧୀନରେ ଅନୁସନ୍ଧାନ କରିବା ପାଇଁ ସମ୍ପୃକ୍ତ ରାଜ୍ୟ ସରକାରଙ୍କ ସହମତି ଆବଶ୍ୟକ ବୋଲି ସେ ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?