Posted inଜାତୀୟ

ଦୁର୍ଘଟଣାରେ ଚାଲିଗଲା ୯ ଶ୍ରମିକଙ୍କ ଜୀବନ: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସହାୟତା ଘୋଷଣା

ଟୁମାକୁରୁ,୨୫।୮: କର୍ନାଟକର ଟୁମାକୁରୁ ନିକଟ ୪୮ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଶିଶୁ ଓ ୪ ମହିଳାଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୧୩ ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଅହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରାଯାଇଛି। ମୃତାହତମାନଙ୍କ ଘର ରାଇଚୁର ଜିଲାର ବିଭିନ୍ନ ଗ୍ରାମରେ। ସେମାନେ ବେଙ୍ଗାଲୁରୁର ବିଭିନ୍ନ ନିର୍ମାଣ ସଂସ୍ଥାରେ କାମ ପାଇବା ପାଇଁ ଏକ ଏକ ଭଡ଼ା ଗାଡିରେ ଯାଉଥିଲେ। ହେଲେ ଏନ୍‌ଏଚ୍‌-୪୮ର ବାଲେନହାଲି ଗେଟ୍‌ ନିକଟରେ ଶ୍ରମିକଙ୍କୁ ନେଇଯାଉଥିବା ଗାଡିଟି ଏକ ଟ୍ରକ୍‌କୁ ଧକ୍କା ଦେଇ ଓଲଟି ପଡ଼ିଥିଲା। ଫଳରେ ୯ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri