ଓଲଟିଲା ଯାତ୍ରୀବାହୀ ବୋଟ୍‌

ବେଜିଂ, ୧୯।୯: ଚାଇନାର ଗୁଇଝୋଉ ପ୍ରଦେଶରେ ରବିବାର ଏକ ଯାତ୍ରୀବାହୀ ବୋଟ୍‌ ଓଲଟି ପଡ଼ିଛି। ଫଳରେ ୯ ଜଣଙ୍କ ମୃତ୍ୟୁ ଘଟି ଥିବା ବେଳେ ୟ ୬ ଜଣ ନିଖୋଜ ଅଛନ୍ତି। ମୃତ୍ୟୁ ସଂଖ୍ୟା ବଢିପାରେ। ସ୍ଥାନୀୟ ସମୟ ଅପରାହ୍ନ ୪ଟା ୫୦ରେ ଜାଙ୍ଗକେ ନଦୀରେ ଏହି ଦୁର୍ଘଟଣା ଘଟିଥିଲା। ବୋଟ୍‌ର ଯାତ୍ରୀ କ୍ଷମତା ୪୦ ଥିବାବେଳେ ଅଧିକ ଲୋକଙ୍କୁ ନେଇ ଯାଉଥିବାରୁ ଏଭଳି ଅଘଟଣ ଘଟିଥିବା ଆଶଙ୍କା କରାଯାଉଛି। ୪୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର କାର୍ଯ୍ୟରେ ୫୦ ବୋଟ୍‌ ସମେତ ୧୭ଟି ଟିମ୍‌ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ କବିତା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?