ସିରିଆରେ ଦ୍ୱିତୀୟ ଥର ଏୟାରଷ୍ଟ୍ରାଇକ କଲା ଆମେରିକା, ୯ମୃତ

ଡାମାସକସ,୯।୧୧: ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ଥମି ନ ଥିବାବେଳେ ପୂର୍ବ ସିରିଆରେ ଆମେରିକାରେ ସୈନ୍ୟ ଆକ୍ରମଣ କରିଛନ୍ତି । ୟୁଏସର ଏୟାରଷ୍ଟ୍ରାଇକରେ ଇରାନ ସମର୍ଥିତ ଗୋଷ୍ଠୀର ୯ ଜଣଙ୍କ ମୃତ୍ୟୁ ଘଟିଛି । ଇରାନ ସମର୍ଥିତ ମିଲିସିଆ ପକ୍ଷରୁ ବ୍ୟବହାର କରାଯାଉଥିବା ଅସ୍ତ୍ରଶସ୍ତ୍ର ଗୋଦାମ ଉପରେ ଆମେରିକା ଏହି ଆକ୍ରମଣ କରିଛି ।
୨ଟି ଏଫ-୧୫ ଯୁଦ୍ଧ ବିମାନ ଜରିଆରେ ଇରାନର ରିବୋଲ୍ୟୁ ଶନରି ଗାର୍ଡ ସହ ଜଡ଼ିତ ଅସ୍ତ୍ରଶସ୍ତ୍ର ଗୋଦାମ ଉପରେ ଆମେରିକା ଏୟାରଷ୍ଟ୍ରାଇକ କରିଛି । ଏନେଇ
ସୂଚନା ଦେଇଛନ୍ତି ଆମେରିକାର ପ୍ରତିରକ୍ଷା ମନ୍ତ୍ରୀ ଲୟଡ଼ ଅଷ୍ଟିନ ।

ସୂଚନାଯୋଗ୍ୟ, ଏହି ୨ ସପ୍ତାହ ମଧ୍ୟରେ ଆମେରିକା ଦ୍ୱିତୀୟଥର ପାଇଁ ସିରିଆରେ ଆକ୍ରମଣ କରିଛି ଆମେରିକା।


Enter your email to get our daily news in your inbox.

All Right Reserved By Dharitri.Com

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!

ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri