ଘୋଷଣା ହେବ ଆଉ ୯ ନୂଆ NAC, ନଗର ଉନ୍ନୟନ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୧ା୮: ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଗତ ୧୬ ତାରିଖରେ ୧୨ଟି NAC ଘୋଷଣା ହୋଇଥିଲା। ଅନ୍ୟ ଯେଉଁ ଜିଲାରେ NAC ପାଇଁ ଦାବି ହେଉଛି, ସରକାର ସେନେଇ ବିଚାର କରୁଛନ୍ତି। ସେଠିକାର ଜନସଂଖ୍ୟା, ଅନ୍ୟାନ୍ୟ ମାପକଠି ନେଇ ସରକାର ବିଚାର କରୁଛନ୍ତି। ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ନୋଟିସ୍‌ କରି CMOକୁ ପଠାଇବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅନୁମୋଦନ କରିବା ଦରକାର ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନା ଥାଉକି, ଗତ ୧୬ ତାରିଖରେ ରାଜ୍ୟରେ ନୂଆ NAC ପାଇଁ ଡ୍ରାଫ୍ଟ ନୋଟିସ ପ୍ରକାଶ ପାଇଥିଲା। ୭ ଜିଲାରେ ୧୨ ଏନ୍‌ଏସି ଗଠନ ହେବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା। ଏଥିରେ ଅନୁଗୋଳର ପାଲଲହଡ଼ା, ସୁବର୍ଣ୍ଣପୁରର ବୀରମହାରାଜପୁର, ବାଲେଶ୍ୱରର ସିମୁଳିଆ, ବସ୍ତା ଏବଂ ବେତନଟୀ। ସେହିପରି ମୟୂରଭଞ୍ଜର ବାଙ୍ଗିରିପୋଷି ଏବଂ ଚିତ୍ରଡ଼ା, ରାୟଗଡ଼ାର ବିଷମକଟକ, ସମ୍ବଲପୁରର ବାମରା ଏବଂ ରେଙ୍ଗାଲି, ଭଦ୍ରକ ଜିଲାର ତିହିଡ଼ି ଏବଂ ଧୂଷୁରୀକୁ ଏନ୍‌ଏସି କରାଯିବା ପାଇଁ ଘୋଷଣା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri