Posted inଜାତୀୟ

୯ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତଙ୍କବାଦୀଙ୍କ ତାଲିକା ଜାରି

ଶ୍ରୀନଗର,୧୪।୩: ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମୋଷ୍ଟ ଓ୍ବାଣ୍ଟେଡ୍‌ ୯ ଜଣ ଆତଙ୍କବାଦୀଙ୍କ ତାଲିକା ଜାରି କରାଯାଇଛି। ସେମାନଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ପ୍ରଦାନ କରାଯିବ ବୋଲି ତାଲିକାରେ ଉଲ୍ଲେଖ କରାଯାଇଛି। ସୂଚନା ପ୍ରଦାନକାରୀଙ୍କ ଯୋଗାଯୋଗ ପାଇଁ ଫୋନ୍‌ ନମ୍ବର ମଧ୍ୟ ତାଲିକାରେ ପ୍ରକାଶ ପାଇଛି। କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ନିଜର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଓ୍ବାସିକ୍‌ କାଦିର୍‌, ଆଦିଲ୍‌ ମୁଶତାକ୍‌, ଇରଫାନ୍‌ ସୋଫି, ସାକିବ୍‌ ମଞ୍ଜୁର୍‌, ବିଲାଲ ଅହମ୍ମଦ୍‌ ଭଟ୍‌, ଉବାଇଦ୍‌ ଶାଫି, ମହମ୍ମଦ ଆବାସ ଶେଖ୍‌, ମହମ୍ମଦ ୟୁସଫ୍‌ ଡାର୍‌ ଏବଂ ଅବରାରା ନଦିମ୍‌ ଆଦି ଆତଙ୍କବାଦୀଙ୍କ ନାମ ଦର୍ଶାଯାଇଥିବା ତାଲିକାକୁ ଅପଲୋଡ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri