ଇସ୍ରାଏଲରୁ ଫେରିଲେ ୯ ଓଡ଼ିଆ

ଭୁବନେଶ୍ୱର,୧୩ା୧୦: ଅପରେଶନ ଅଜୟର ପ୍ରଥମ ପର୍ଯ୍ୟାୟରେ ୯ ଓଡ଼ିଆଙ୍କ ସମେତ ୨୧୨ ପ୍ରବାସୀ ଭାରତ ଫେରିଛନ୍ତି। ସେମାନେ ଦିଲ୍ଲୀରେ ସେମାନଙ୍କର ଲୋମ ଟାଙ୍କୁରା ଦୁଃଖ ବଖାଣିଛନ୍ତି। ଇସ୍ରାଏଲ ଉପରେ ହମାସ୍‌ର ଆକ୍ରମଣ ପରେ ଇସ୍ରାଏଲର ବିଭିନ୍ନ ସ୍ଥାନରେ ସାଇରନ୍‌ ବାଜିବାରୁ ସମସ୍ତ ଭାରତୀୟ ସେଲଟରରେ ରହିଥିଲେ।  ଇସ୍ରାଏଲରେ ସମସ୍ତ ସୁବିଧା ଦେଇ ସେମାନଙ୍କ ରଖାଯାଇଥିଲା। ଇସ୍ରାଏଲ ସୀମାରେ ଖରାପ ସ୍ଥିତି ଥିଲେ ମଧ୍ୟ ଆର୍ମି ଏବଂ ସରକାରଙ୍କ ଉପରେ ସ୍ଥାନୀୟ ଲୋକଙ୍କ ଭରସା ଥିଲା। ସେଠାରେ ଗୋଟିଏ ଗୋଟିଏ ବିଲିଡିଂରେ ଗୋଟିଏ ନିରାପଦ ଗୃହ ରହିଥିଲା। ପ୍ରଥମଥର ଲାଗି ଯୁଦ୍ଧ ସାଇରନ ଶୁଣି ଆତଙ୍କିତ ହୋଇଯାଇଥିଲେ ବୋଲି କହିଛନ୍ତି ଇସ୍ରାଏଲ ଫେରନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ପୋଲିସ -ଗ୍ରାମବାସୀ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri