ରାତ୍ର ୯ରୁ ଭୋର୍‌ ୫: ଘରୁ ବାହାରିବା ମନା

ଚଣ୍ଡିଗଡ଼,୧୮।୩: ପଞ୍ଜାବରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ହଜାର ୪୫ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେହିପରି ଏହି ସମୟ ମଧ୍ୟରେ କରୋନା ଯୋଗୁ ୩୯ ଜଣଙ୍କର ମୃତ୍ୟୁ ଘଟିଛି। ଏପରିସ୍ଥଳେ ରାଜ୍ୟ ସରକାରଙ୍କ ପକ୍ଷରୁ ୯ଟି ଜିଲାରେ ନାଇଟ୍‌ କର୍ଫ୍ୟୁ ଜାରି କରାଯାଇଛି। ରାତ୍ର ୯ରୁ ଭୋର୍‌ ୫ ପର୍ଯ୍ୟନ୍ତ ଲୋକଙ୍କୁ ଘରୁ ବାହାରିବା ମନା କରାଯାଇଛି। ମନା ଅମାନିଆଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ କ୍ୟାପେଟନ୍‌ ଅମରିନ୍ଦର ସିଂଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ଅଧିକ ସଂଖ୍ୟକ ଲୋକଙ୍କଠାରେ ଡାଇବେଟିସ୍‌, ଉଚ୍ଚ ରକ୍ତଚାପ, ମେଦବହୁଳତା ଆଦି ସମସ୍ୟା ଥିବାରୁ ସରକାରଙ୍କ ପକ୍ଷରୁ କରୋନା ମାର୍ଗଦର୍ଶିକା ପାଳନକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri