Posted inଜାତୀୟ

ହିମାଚଳ ପ୍ରଦେଶରେ ବର୍ଷା: ୯ ମୃତ, ଆଗାମୀ ୫ ଦିନ ବର୍ଷା ନେଇ ପୂର୍ବାନୁମାନ

ଶିମଲା,୨୭।୬: ଜୁନ ୨୪ରେ ମୌସୁମୀ ହିମାଚଳ ପ୍ରଦେଶରେ ପହଞ୍ଚିଛିା। ପ୍ରବଳ ବର୍ଷା ଯୋଗୁ ଏ ପର୍ଯ୍ୟନ୍ତ ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୪ ଜଣ ଆହତ ହୋଇଛନ୍ତି। ଚାରିଟି ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବାବେଳେ ୨୮ଟି ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ତେବେ ଆନୁମାନିକ କ୍ଷତି ପ୍ରାୟ ୧୦୪ କୋଟି ଟଙ୍କା ହୋଇଥିବା ନେଇ ମୁଖ୍ୟ ସଚିବ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ଓଙ୍କାର ଚାନ୍ଦ ଶର୍ମା ସୂଚନା ଦେଇଛନ୍ତି ।

ପାଣିପାଗ ବିଜ୍ଞାନ କେନ୍ଦ୍ର ଶିମଲାର ବୈଜ୍ଞାନିକ ସନ୍ଦୀପ କୁମାର ଶର୍ମା କହିଛନ୍ତି, ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ସତର୍କ ସୂଚନା ଜାରି ରହିଛି। ମଙ୍ଗଳବାର ପାଇଁ ଅରେଞ୍ଜ ଆଲର୍ଟ ଏବଂ ବୁଧବାର ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଜୁନ ମାସରେ ହାରାହାରି ବୃଷ୍ଟିପାତ ହେବାର ସମ୍ଭାବନା ଅଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?