କଟକରେ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୭।୭: କଟକ ସହରରେ ଶୁକ୍ରବାର ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତ ସଂଖ୍ୟା ୩୨୩କୁ ବୃଦ୍ଧି ପାଇଛି। ସେଥିରୁ ୧୮୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୫ ଆକ୍ଟିଭ୍‌ କେସ୍‌ ଅଛନ୍ତି। ସେହିଭଳି ୭ଜଣଙ୍କ ମୃତ୍ୟୁ ଘଟିଥିବା କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌, ୨ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ୩ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଲୋକାଲ କେସ୍‌ଗୁଡ଼ିକ ତେଲେଙ୍ଗା ବଜାର, ପାଇକ ସାହି ଏବଂ ପୁରୀ ଘାଟରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁୟାରୀରୁ ତାଳଦଣ୍ଡା କେନାଲରେ ବୋଟିଂ ବ୍ୟବସ୍ଥା

କଟକ ଅଫିସ,୨୦ା୧୦: ଆସନ୍ତା ଜାନୁୟାରୀରୁ ତାଳଦଣ୍ଡା କେନାଲରେ ବୋଟିଂ ବ୍ୟବସ୍ଥା କରାଯିବ। ସହରବାସୀ ଜଳକ୍ରୀଡା ସହିତ ସୁସ୍ବାଦୁ ବ୍ୟଞ୍ଜନର ମଜା ନେଇପାରିବେ। ବୋଟିଂ ଅଞ୍ଚଳକୁ ଅଧିକ...

ଧାନମଣ୍ଡି ବନ୍ଦ ନେଇ ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଭବାନୀପାଟଣା,୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗତ ରବିବାରଠାରୁ ଧାନମଣ୍ଡି ବନ୍ଦ ହୋଇଛି। ଏ ନେଇ ଧାନ ବିକ୍ରି କରିପାରି ନ ଥିବା ବହୁ ଚାଷୀ ଧର୍ମଗଡ଼ ଉପଜିଲାପାଳଙ୍କ...

ଓଡ଼ିଶାର ସୋଏବ ଅଫତାବ ହେଲେ ନିଟ୍‌ ଟପ୍ପର

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ ଅଫ୍‌ତାବ ଦେଶରେ...

୧୫ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ବଳୟ ଏବେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ତତ୍‌ସଂଲଗ୍ନ ଅଞ୍ଚଳ ଉପରେ ପରିବ୍ୟାପ୍ତ ହୋଇ...

ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଜଳେଶ୍ୱର ଷ୍ଟେଶନରେ ସମ୍ବର୍ଦ୍ଧନା

ଭୋଗରାଇ,୨୦।୧୦(ଡି.ଏନ୍‌.ଏ.): ପୁରୀ ଗୋବର୍ଦ୍ଧନ ପୀଠର ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ନନ୍ଦନକାନନ ଏକ୍ସପ୍ରେସ୍‌ରେ ରବିବାର ଜଳେଶ୍ୱର ଷ୍ଟେଶନରେ ପହଞ୍ଚିବା ପରେ ହଜାର ହଜାର ସଂଖ୍ୟାରେ...

ରୋଗୀ ଆଣି ଆସୁଥିବା ବେଳେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ଟ୍ରକ୍‌କୁ ଧକ୍କା ଦେଇ ବାଇକ୍‌କୁ ପିଟିଲା, ୭ ଗୁରୁତର

ସମ୍ବଲପୁର,୨୮।୬(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ୫୫ ହାତୀବାରୀ ଛକଠାରେ ଶୁକ୍ରବାର ରୋଗୀ ଆଣି ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୭ଜଣ ଗୁରୁତର...

ସରକାରଙ୍କ ନିର୍ଦ୍ଦେଶକୁ ମାନୁ ନାହାନ୍ତି ଶିଳ୍ପସଂସ୍ଥା: କାମ ହରାଇ ଦୁର୍ଦ୍ଦିନରେ ଶ୍ରମିକ ପରିବାର

ଯାଜପୁର ଅଫିସ,୧ା୪: କରୋନା ସଂକ୍ରମଣ ରୋକିବା ନିମେନ୍ତ ଦେଶ ଲକ୍‌ଡାଉନ୍‌ କରାଯାଇଥିବାରୁ କୌଣସି ଶ୍ରମିକ ଓ କର୍ମଚାରୀଙ୍କୁ କାର୍ଯ୍ୟଚ୍ୟୁତ କିମ୍ବା ମଜୁରିରୁ ବଞ୍ଚିତ ନ କରିବାକୁ...

ବାଲି ମାଫିଆଙ୍କ ସହ ବାର୍ତ୍ତାଳାପର ଅଡିଓ ଭାଇରାଲ:ବଦଳିଲେ ଭଣ୍ଡାରିପୋଖରୀ ଥାନାଧିକାରୀ

ଭଦ୍ରକ ଅଫିସ, ୨୫ା୮- ବାଲି ମାଫିଆଙ୍କୁ ସୁହାଇଲା ଭଳି ଥାନାଧିକାରୀଙ୍କ କଥାବାର୍ତ୍ତାର ଅଡିଓ ରେକର୍ଡ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏନେଇ ବିବାଦୀୟ...

Advertisement
Archives

Model This Week