ବିଷାକ୍ତ ଛତୁ ଖାଇ ୯ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୨।୪ (ସ୍ବ.ପ୍ର.): ବିଷାକ୍ତ ଛତୁ ଖାଇ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଗଙ୍ଗାରାମପୁର ପଞ୍ଚାୟତ କଇଁକୁଳା ଗ୍ରାମର ୪ ପରିବାରର ୯ ଜଣ ଅସୁସ୍ଥ ହୋଇଛନ୍ତି। ସେମାନେ ହେଲେ ସୁକାନ୍ତି ସେଠୀ (୫୫), ପ୍ରେମଲତା ସେଠୀ (୫୦), ସାଗର ସେଠୀ (୧୮), ବିଶ୍ୱଜିତ ସେଠୀ (୧୫), ମୀନତୀ ସେଠୀ (୩୫), ମାନସୀ ସେଠୀ (୪୦), ସୀମାରାଣୀ ସେଠୀ (୨୮), କବିତା ସେଠୀ (୩୫) ଓ ଜିତ୍‌ ପ୍ରକାଶ ସେଠୀ (୩) ା ଗୁରୁତର ଅବସ୍ଥାରେ ସେମାନେ ଜିଲା ମୁଖ୍ୟ ଚିକତ୍ସାଳୟରେ ଏବେ ଚିକିତ୍ସିତ ହେଉଛନ୍ତି। ଏମାନଙ୍କ ମଧ୍ୟରୁ ସୀମାରାଣୀ ଗର୍ଭବତୀ ହୋଇଥିବା ବେଳେ ଜିତପ୍ରକାଶ ଶିଶୁ ଅଟନ୍ତି ା ଏ ସମ୍ପର୍କରେ ସୁକାନ୍ତି କହିଛନ୍ତି, ଅଦିନିଆ ବର୍ଷା ଯୋଗୁ ନିକଟ ପଡିଆରେ ଛତୁ ଫୁଟିଥିଲା ା ସକାଳେ ଏହାକୁ ତୋଳି ଘରକୁ ନେଇ ତରକାରୀ କରି ଖାଇଥିଲେ ା ଖାଇବାର କିଛି ସମୟ ପରେ ସମସ୍ତେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ଅଧିକାଂଶଙ୍କ ମୁଣ୍ଡ ବୁଲାଇବାରୁ ଡାକ୍ତରଖାନାକୁ ପରିବାର ଲୋକେ ଆଣିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri