ଟ୍ରେଣ୍ଡ୍‌ସ ପକ୍ଷରୁ ପୁରସ୍କୃତ ହେଲେ ୯ କୃତୀ ପ୍ରତିଯୋଗୀ

ଭୁବନେଶ୍ୱର,୧୭।୯: ରିଲାଏନ୍ସ ରିଟେଲ୍‌ର ପ୍ରମୁଖ ବ୍ରାଣ୍ଡ୍‌ ଟ୍ରେଣ୍ଡ୍‌ସ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ‘ଟ୍ରେଣ୍ଡସ୍‌ ସ୍ବାଗତମ୍‌ ଶ୍ରୀଗଣେଶ ପ୍ରତିଯୋଗିତା-୨୦୨୨’ର ବିଜେତା ଘୋଷଣା ସହ ବିଜେତାମାନଙ୍କୁ ସମ୍ବର୍ଦ୍ଧିତ ମଧ୍ୟ କରାଯାଇଛି। ଶୁକ୍ରବାର ସ୍ଥାନୀୟ ଶହୀଦନଗରସ୍ଥିତ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେ କାର୍ଯ୍ୟକ୍ରମରେ ଉପରୋକ୍ତ ପ୍ରତିଯୋଗିତାର ସମସ୍ତ ୯ ବିଜେତାଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଲିଉଡ୍‌ ଅଭିନେତ୍ରୀ ଭୂମିକା ଦାଶ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସେଲ୍‌ଫି ପ୍ରତିଯୋଗିତାର ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ବିଜେତା ଯାଜପୁରର ସୌଭାଗ୍ୟ ଚନ୍ଦ୍ର ସାହୁ, କଟକର ଅନନ୍ୟା ପ୍ରଧାନ ଓ ସାଲେପୁରର ଅନନ୍ୟା ମିଶ୍ରଙ୍କୁ ପୁରସ୍କୃତ କରିଥିଲେ। ସେହିଭଳି ଚିତ୍ରାଙ୍କନ ପ୍ରତିଯୋଗିତା (୫-୧୦ ବର୍ଷ ବୟସ ବର୍ଗ)ରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ବିଜେତା କଟକର ରୂପ୍‌ସା ନାୟକ,ନିମାପଡ଼ାର ସିଦ୍ଧି ବୈଷ୍ଣବୀ ଓ ଭୁବନେଶ୍ୱରର ଆଦ୍ୟାଶା ବିଶ୍ୱାଳ ପୁରସ୍କୃତ ହୋଇଛନ୍ତି। ସେହିପରି ଚିତ୍ରାଙ୍କନ ପ୍ରତିଯୋଗିତା ଅନ୍‌ ଏକ ଗ୍ରୁପ୍‌ (୧୧ବର୍ଷ ଓ ତା’ଠାରୁ ଅଧିକ ବୟସ ବର୍ଗ) ରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ବିଜେତା କଟକର ସାଗରିକା ସାମଲ, ପାରାଦୀପର ସ୍ନେହା ଚମ୍ପତି ଓ ଅନଗୋଳର ପ୍ରିୟା ନାୟକଙ୍କୁ ଷ୍ଟୋର ପକ୍ଷରୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏପରିକି ସମସ୍ତ ପ୍ରଥମ ପୁରସ୍କାର ବିଜେତା ପ୍ରତ୍ୟେକ ୩୧,୦୦୦ ଟଙ୍କାର ଜିତିଥିବା ବେଳେ ଦ୍ୱିତୀୟ ବିଜେତାମାନେ ପ୍ରତ୍ୟେକ ୨୧,୦୦୦ ଟଙ୍କା ମୂଲ୍ୟର ଏବଂ ତୃତୀୟ ବିଜେତାମାନେ ପ୍ରତ୍ୟେକ ୧୧,୦୦୦ ଟଙ୍କା ମୂଲ୍ୟର ପୁରସ୍କାର ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?