କିନ୍ନର ସମାଜ ପାଇଁ ଗୌରବର ବିଷୟ : ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ୯ କିନ୍ନର

ଭଦ୍ରକ, ୩।୫(ସନାତନ ରାଉତ): କିନ୍ନର ସମାଜ ପାଇଁ ଗୌରବଆଣିଲେ ଭଦ୍ରକର ୯ କିନ୍ନର । ସଦ୍ୟ ପ୍ରକାଶ ପାଇଥିବା ମ୍ୟାଟ୍ରିକ ପରୀକ୍ଷାଫଳ ଅନୁସାରେ ଭଦ୍ରକ ଚରମ୍ପା ଅଂଚଳର ୯ ଜଣ କିନ୍ନର ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହା କିନ୍ନର ସମାଜ ପାଇଁ ଗର୍ବର ବିଷୟ ବୋଲି ଗୁରୁମାତା ସୌମ୍ୟା ଦାସ କହିଛନ୍ତି । ୪୪୦ ନମ୍ବର ରଖି ବି ୨ ଗ୍ରେଡ଼ରେ ଜୟନ୍ତୀ ପାତ୍ର, ୪୨୪ ନମ୍ବର ରଖି ବି ୨ ଗ୍ରେଡ଼ରେ ସାା ଚମ୍ପିଆ, ବି ୨ ରେ ସଞ୍ଜନା ସାସମଲ ୪୨୩, ଆଶୀର୍ବାଦ ସାହୁ ୪୨୩, ରାଜକିଶୋର ଦାସ ୪୨୨ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଗ୍ରେଡ ସିରେ ସସ୍ମିତା ବିନ୍ଧାଣୀ ୪୧୫, ଯଦୁନାଥ ହାଁସଦା ୪୦୭, ଜିତୁ ସ୍ବାଇଁ ୩୯୬ ଓ ସୀମା ଟାଙ୍ଗୁର ୩୯୫ ନମ୍ବର ରଖିଛନ୍ତି। ଆଗକୁ ଉଚ୍ଚ ଶିକ୍ଷା ଲାଭ କରି ସରକାରୀ ଚାକିରୀ କରି ରୋଜଗାରକ୍ଷମ ହେବା ସହ ସମାଜ ସେବା କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲ ସେମାନେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର…

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ…

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା…

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ…

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ…

ଆପୋଷ ମିଳାମିଶାରେ ମାମଲା ସମାଧାନ ପାଇଁ ମାଜିଷ୍ଟ୍ରେଟଙ୍କ ଗୁରୁତ୍ୱାରୋପ: ବିବାଦ ସମାଧାନରେ…

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବିଭିନ୍ନ ବିବାଦର ସମାଧାନରେ ମଧ୍ୟସ୍ଥିଙ୍କ ଭୂମିକା…

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri