ସ୍କୋଲଜ୍‌ଙ୍କ ପାର୍ଟିରେ ୯ ମହିଳାଙ୍କୁ ଦିଆଯାଇଥିଲା ଡ୍ରଗ୍ସ

ବର୍ଲିନ, ୧୧ା୭: ଜର୍ମାନ ଚାନ୍‌ସେଲର ଓଲାଫ୍‌ ସ୍କୋଲଜ୍‌ ଏବଂ ତାଙ୍କ ସୋସିଆଲ ଡେମୋକ୍ରାଟିକ୍‌ ପାର୍ଟି ଏମ୍‌ପି ଯୋଗଦେଇଥିବା ଏକ ପାର୍ଟିରେ ୯ ମହିଳାଙ୍କୁ ଡ୍ରଗ୍ସ ଦିଆଯାଇଥିବା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ଦଳର ଜଣେ ମୁଖପାତ୍ର କାଟ୍‌ଜା ମସ୍ତ ସୂଚନା ଦେଇଛନ୍ତି।

ପ୍ରାୟ ୨୧ ମହିଳା ଗତ ବୁଧବାର ଆୟୋଜିତ ଏହି ପାର୍ଟିରେ ଡେଟ୍‌-ରେପ୍‌ ଡ୍ରଗ୍ସ(କୌଣସି ଖାଦ୍ୟ ପାନୀୟରେ ଡ୍ରଗ୍ସ ଦିଆଯାଇ ଯୌନଶୋଷଣ କରାଯିବା)ର ଶିକାର ହୋଇଥିବା ଅଭିଯୋଗ ଆଣିଥିଲେ। ପୀଡ଼ିତାମାନେ ଖୋଲାଖୋଲି ଏହା ବିରୋଧରେ ଅଭିଯୋଗ କରିବାକୁ ଶାସକ ଦଳ ପକ୍ଷରୁ କୁହାଯାଇଛି। ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ଲୋକ ଚାନ୍‌ସେଲର ଏବଂ ଏମ୍‌ପିଙ୍କ ‘ସମର ପାର୍ଟି’ରେ ଯୋଗ ଦେଇଥିଲେ। ଡେଟ୍‌-ରେପ୍‌ ଡ୍ରଗ୍ସ ସେବନ କରିଥିବା ମହିଳା ପ୍ରତିରୋଧ କରିବାରେ ଅସମର୍ଥ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri