Posted inଫୁରସତ

ବିମାନ ଦୁର୍ଘଟଣାରେ ୧୦୩ ଲୋକଙ୍କ ହୋଇଥିଲା ମୃତ୍ୟୁ, ବଞ୍ଚି ଯାଇଥିଲେ ଏହି କୁନି ବାଳକ, ଜାଣନ୍ତୁ କିପରି…

କୁହାଯାଏ, ନିମିଷେ ମାତ୍ର ଥିଲେ ପ୍ରାଣ ନ ନେଇ ପାରେ ଜନ୍ତୁରାଣ। ଯଦି ଜୀବନ ଭାଗ୍ୟରେ ଲେଖାଥାଏ, ତେବେ ଯେତେ ବଡ଼ ଦୁର୍ଘଟଣା ହେଲେ ମଧ୍ୟ କେହି କ୍ଷତି କରିପାରିବେ ନାହିଁ। ଲିବିଆରେ ଏପରି ଏକ ଉଦାହରଣ ଦେଖିବାକୁ ମିଳିଛି। ଏଠାରେ ଘଟିଥିବା ଏକ ହୃଦୟବିଦାରକ ବିମାନ ଦୁର୍ଘଟଣାରେ ସମୁଦାୟ ୧୦୩ ଲୋକଙ୍କର ମୃତ୍ୟୁ ଘଟିଥିଲା। କିନ୍ତୁ ଏହି ଦୁର୍ଘଟଣାରେ କେବଳ ଜଣେ ୯ ବର୍ଷର ବାଳକ ବଞ୍ଚି ଯାଇଥିଲେ। ଏହି ବାଳକଙ୍କୁ ବର୍ତ୍ତମାନ ଭଗବାନଙ୍କ ଦୂତ କୁହାଯାଉଛି।

ଏହି ବାଳକ ରୁବେନ ଓ୍ବାନ ଆସା ବୋଲି ଚିହ୍ନଟ କରାଯାଇଛି। ବିମାନଟି ତଳେ ଧକ୍କା ହେବା ପୂର୍ବରୁ ରୁବେନ ତଳକୁ ଖସିପଡ଼ିଥିଲେ। ତଳେ ପଡ଼ିବା ପରେ ପ୍ରଚଣ୍ଡ ଶବ୍ଦରେ ବିମାନ ବିସ୍ଫୋରଣ ହୋଇଥିଲା। ଏହି ଦୁର୍ଘଟଣାରେ ବିମାନଟି ଉଡ଼ିଗଲା। ପ୍ରାୟ ୧୨ ବର୍ଷ ତଳେ ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ରୁବେନଙ୍କ ଗୋଡ଼ ଅନେକ ସ୍ଥାନରୁ ଭାଙ୍ଗି ଯାଇଥିଲା କିନ୍ତୁ ତାଙ୍କ ଜୀବନ ରକ୍ଷା ହୋଇଯାଇଥିଲା।

୧୨ ମେ’ ୨୦୧୦ରେ ଏହି ବିମାନ ଦୁର୍ଘଟଣା ହୋଇଥିଲା। ଉକ୍ତ ବିମାନ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରୁ ଉଡ଼ି ଲିବିଆରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏତେ ବଡ଼ ଦୁର୍ଘଟଣାରେ ପିଲାଟି ବଞ୍ଚିବା ଏକ ଚମତ୍କାର ବୋଲି ସମସ୍ତେ କହୁଛନ୍ତି। ଦୀର୍ଘବର୍ଷ ପରେ ସେ ହସ୍ପିଟାଲରୁ ବାହାରିଛନ୍ତି। ଯାହାଙ୍କୁ ନେଇ ଖୁବ୍‌ ଚର୍ଚ୍ଚା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri