Posted inଜାତୀୟ

ମୋଦିଙ୍କ ନେତୃତ୍ୱରେ ଦେଶ ସୁରକ୍ଷିତ: ଶାହା

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଚଳିତ ବର୍ଷ ୯ବର୍ଷର ଶାସନ କାଳ ପୂରଣ କରିଛନ୍ତି। ଏହି ଅବସରରେ ଭାଜପା ୯ବର୍ଷର କାର୍ଯ୍ୟକାଳକୁ ସାରା ଦେଶରେ ପ୍ରଚାର କରି ଜନସାଧାରଣଙ୍କ ଆଗରେ ରଖିଛି। ଏହି କ୍ରମରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅମିତ ଶାହା ମୋଦି ସରକାରଙ୍କ ୯ ବର୍ଷରେ ହାସଲ କରିଥିବା ଉପଲବ୍ଧିକୁ ଦର୍ଶାଇଛନ୍ତି। ମୋଦି ସରକାରଙ୍କ ୯ବର୍ଷକୁ ସୁରକ୍ଷା ଏବଂ ଜାତୀୟ ଗର୍ବର ବର୍ଷ ବୋଲି ବର୍ଣ୍ଣନା କରି ଶାହା କହିଛନ୍ତି ଯେ ଆଜି ମୋଦି ଜିଙ୍କ ନେତୃତ୍ୱରେ ଦେଶ ସୁରକ୍ଷିତ ଅଛି।

ଅମିତ ଶାହା ଟୁଇଟ କରି ଲେଖିଛନ୍ତି, ମୋଦି ସରକାରଙ୍କ ୯ବର୍ଷ ହେଉଛି ସୁରକ୍ଷା, ଜାତୀୟ ଗର୍ବ, ବିକାଶ ଏବଂ ଗରିବ କଲ୍ୟାଣର ଅଭୁତପୂର୍ବ ସଂଯୋଜନା ରହିଛି ୯ବର୍ଷର ମୋଦି ସରକରରଙ୍କ ଉପଲବ୍ଧି। ଆଜି ଗୋଟିଏ ପଟେ ମୋଦି ଜିଙ୍କ ନେତୃତ୍ୱରେ ଦେଶ ନିରାପଦରେ ରହିଛି ଏବଂ ବିଶ୍ୱରେ ଗର୍ବର ନୂଆ ଦିଗ ସୃଷ୍ଟି କରୁଛି, ଅନ୍ୟପଟେ ସରକାର ଗରିବ ଲୋକଙ୍କ ବିକାଶ ଏବଂ କଲ୍ୟାଣର ନୂତନ ମାନଦଣ୍ଡ ସ୍ଥାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri