Posted inଜାତୀୟ

ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତିକୁ ସ୍ମୃତି କରି ରଖିବାକୁ ଭାଜପାର ମେଗା ପ୍ଲାନ, ମୋଦି ଆଜମେରରେ କରିବେ କ୍ୟାମ୍ପେନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୬।୫: ନରେନ୍ଦ୍ର ମୋଦି ଆଜିର ଦିନରେ ଅର୍ଥାତ୍‌ ୨୮ ମେ ୨୦୧୪ରେ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହି ୯ ବର୍ଷର ଯାତ୍ରାକୁ ଅଭୁଲା କରି ରଖିବାକୁ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ମେଗା ପ୍ରଚାରର ଯୋଜନା କରିଛି। ଏଥିରେ କେନ୍ଦ୍ର ସରକାରଙ୍କର କାର୍ଯ୍ୟ ଓ ୯ ବର୍ଷର ଉପଲବ୍ଧିକୁ ଜନତାଙ୍କ ପାଖରେ ପହଞ୍ଚାଇବାର ଲକ୍ଷ୍ୟ ରଖାଯାଇଛି। ଏହାର ଆରମ୍ଭ ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩୧ ମେ’ରେ ରାଜସ୍ଥାନର ଆଜମେରରେ ହେବାକୁ ଥିବା ରାଲିରୁ କରାଯିବ। ଏହାସହ ‘ସମ୍ପର୍କ ରୁ ସମର୍ଥନ’ କାର୍ଯ୍ୟକ୍ରମର ଆରମ୍ଭ ବି ହେବ।

ମେ ୩୧ ରୁ ଜୁନ ୩୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସ୍ବତନ୍ତ୍ର ଅଭିଯାନରେ ଦେଶର ବିଭିନ୍ନ ସ୍ଥାନରେ ପ୍ରାୟ ୫୧ଟି ବଡ ବଡ ସାଧାରଣ ସଭା ଆୟୋଜନ କରିବାକୁ ଯୋଜନା ପ୍ରସ୍ତୁତ କରିଛି ଭାଜପା। ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୮ ଟି ସଭାକୁ ସମ୍ବୋଧିତ କରିବେ। ଏହାବ୍ୟତୀତ ଅମିତ ଶାହା, ଜେପି ନଡ୍ଡା, ଯୋଗୀ ଆଦିତ୍ୟନାଥ, ସ୍ମୃତି ଇରାନୀ, ହିମନ୍ତ ବିଶ୍ୱ ସରମାଙ୍କ ସହ ଅନ୍ୟ ନେତାମାନେ ମଧ୍ୟ ଏହି ସମାବେଶରେ ସମ୍ବୋଧିତ କରିବେ। ଭାଜପାର ସୋସିଆଲ ମିଡିଆ ଦଳ ମଧ୍ୟ ଏକ ବ୍ୟାପକ ଅଭିଯାନ ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri