ଆଫଗାନ୍‌ ସଂଘର୍ଷରେ ୯୦ ନିହତ

କାବୁଲ, ୬।୩(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନରେ ଗତ ୨୪ ଘଣ୍ଟା ମଧ୍ୟରେ ସଂଘର୍ଷ ଓ ଆତଙ୍କବାଦୀ ଆକ୍ରମଣରେ ୯୦ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୮ ସାଧାରଣ ନାଗରିକ ହୋଇଥିବାବେଳେ ୫ ଜଣ ଆଫଗାନ ଜାତୀୟ ପ୍ରତିରକ୍ଷା ଓ ସୁରକ୍ଷା ବଳ ସଦସ୍ୟ ଏବଂ ୭୭ ଜଣ ତାଲିବାନ ଆତଙ୍କବାଦୀ ବୋଲି ରିଡକ୍ସନ ଇନ୍‌ ଭାଓଲେନ୍ସ ନାମକ ଏକ ସଂସ୍ଥା ପକ୍ଷରୁ କୁହାଯାଇଛି। ଆକ୍ରମଣରେ ୩୧ ତାଲିବାନ ଏବଂ ୨ ସାଧାରଣ ନାଗରିକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମ୍‌ଲା ହାରିସ୍‌ ଅନ୍‌ଲାଇନରେ ବର୍ଣ୍ଣବୈଷମ୍ୟର ଶିକାର

ଓ୍ବାଶିଂଟନ,୧ା୭(ପି.ଟି.): ଆଗାମୀ ୨୦୨୦ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲାଗି ଡେମୋକ୍ରାଟ ପ୍ରାର୍ଥୀ ଦୌଡ଼ରେ ଥିବା ଭାରତୀୟ ବଂଶୋଦ୍ଭବ ସିନେଟର କମଲା ହାରିସ୍‌ ତାଙ୍କ ପରିଚୟ ପାଇଁ...

କରୋନା ମୃତ୍ୟୁ ସଂଖ୍ୟା ୧୭ ଲକ୍ଷ, ସରକାରୀ ରିପୋର୍ଟ ମାତ୍ର ୪ ହଜାର…

ବେଜିଂ, ୧୬।୧ : ଚାଇନା ସରକାର କରୋନା ମୃତ୍ୟୁ ସଂଖ୍ୟା ଲୁଚାଉଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଜଣେ ବିଶ୍ଳେଷକ ଦାବି କରିଛନ୍ତି ଯେ ଚାଇନାରେ କରୋନା...

ଉତ୍ତର କୋରିଆ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ,୧୨ା୩: ଉତ୍ତର କୋରିଆ ଦ୍ୱାରା କରାଯାଇଥିବା ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷଣର କଡ଼ା ଜବାବ ଦେଇଛି ଆମେରିକା। ଏହାର ଅର୍ଥ ମନ୍ତ୍ରଣାଳୟ ଅଧିକ ପ୍ରତିବନ୍ଧକ ଘୋଷଣା କରିଛି।...

ମୂଳ ଭାରତୀୟ ଆରଓ ଖାନ୍ନା ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା…

ଓ୍ବାଶିଂଟନ,୧୪।୧ : ଭାରତୀୟ-ଆମେରିକୀୟ କଂଗ୍ରେସ କର୍ମୀ ଆରଓ ଖାନ୍ନା କହିଛନ୍ତି ଯେ ସେ କାଲିଫର୍ନଆରୁ ସିନେଟ ପାଇଁ ପ୍ରାର୍ଥୀ ହୋଇପାରନ୍ତି। ତାଙ୍କ ଘୋଷଣା ପରେ ଡେମୋକ୍ରାଟିକ...

୧୭ ସହର ପ୍ରାକୃତିକ ବିପର୍ଯ୍ୟୟ କ୍ଷତିଗ୍ରସ୍ତ ଘୋଷିତ

ଢାକା/ୟାଙ୍ଗୋନ, ୧୬।୫ : ବାତ୍ୟା ମୋଚା ପ୍ରଭାବରେ ବାଂଲାଦେଶ ଓ ମ୍ୟାନ୍‌ମାରରେ ବହୁ କ୍ଷତି ଘଟିଛି। ବର୍ଷା ଓ ଭୀଷଣ ପବନ ଯୋଗୁ ବିଭିନ୍ନ ସ୍ଥାନରେ...

ପରିବେଶ ପ୍ରତି ଧ୍ୟାନ ଦେଇ ଜଳବାୟୁ ପରିବର୍ତ୍ତନ ଆହ୍ବାନର ମୁକାବିଲା କରାଯାଇ ପାରିବ: କେନ୍ଦ୍ରମନ୍ତ୍ରୀ…

ଟୋକିଓ,୧୬।୪ : ପରିବେଶ ସୁରକ୍ଷା ମାଧ୍ୟମରେ ଜଳବାୟୁ ପରିବର୍ତ୍ତନ ସମସ୍ୟାର ସମାଧାନ ହେବା ଆବଶ୍ୟକ । ଜାପାନର ସାପୋରୋରେ ଅନୁଷ୍ଠିତ ଜି-୭ ବୈଠକରେ ଭାରତ ଏହି...

ରୁଷିଆ ସେନା ଫେରାଇ ଆଣିବାକୁ ନେଇ ଆମେରିକାର ବଡ ବୟାନ, ଶେଷ ହୋଇନାହିଁ ପ୍ରକୃତ ବିପଦ

ୱାଶିଂଟନ,୧୭ ।୨: ଆମେରିକାର ବୈଦେଶିକ ମନ୍ତ୍ରୀ ଏଣ୍ଟୋନି ବ୍ଲିଂକନ କହିଛନ୍ତି ୟୁକ୍ରେନ ସୀମାରୁ ରୁଷିଆ ସେନା ଫେରାଇ ଅଣାଯିବାର କୌଣସି ଅର୍ଥପୂର୍ଣ୍ଣ ଉଦ୍ଦେଶ୍ୟ ପରିଲକ୍ଷିତ ହେଉନାହିଁ...

୨ଫୁଟ ବରକୁ ୬ ଫୁଟ କନ୍ୟା

ଇସଲାମାବାଦ,୨୨।୧୧: ପାକିସ୍ତାନ ବାସିନ୍ଦା ବୁରହାନ ଚିସ୍ତିଙ୍କ ଉଚ୍ଚତା ୨ ଫୁଟ୍‌। ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତାହା ପୁଣି...

Advertisement
Archives

Model This Week