ବରଗଡ଼ରୁ ୯୦ ନୂଆ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୭୬୯୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୪।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବୁଧବାର ଜିଲାରେ ପୁଣି ୯୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୧୩, ଭେଡେନ ବ୍ଲକର ୮, ବରଗଡ଼ ପୌରାଞ୍ଚଳରେ ୧୬, ବରଗଡ଼ ବ୍ଲକର ୯, ଅତାବିରା ବ୍ଲକର ୧୨, ଅତାବିରା ଏନ୍‌ଏସିର ଜଣେ, ପଦ୍ମପୁର ବ୍ଲକର ୮, ପଦ୍ମପୁର ଏନ୍‌ଏସିର ୬, ଭଟଲି ବ୍ଲକର ୨, ପାଇକମାଳ ବ୍ଲକର ୪, ଅମ୍ବାଭୋନା ୨, ବିଜେପୁର ବ୍ଲକର ୪, ଗାଇସିଲେଟ ବ୍ଲକର ୩, ଝାରବନ୍ଧ ବ୍ଲକର ଜଣେ ଆକ୍ରାନ୍ତ ରହିଛନ୍ତି। ସେହିପରି ବରଗଡରେ ଚିକିତ୍ସାଧିନ ଅନ୍ୟ ଜିଲାର ଜଣେ ଆକ୍ରାନ୍ତ ଅଛନ୍ତି । ଏହାପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬୯୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୮୭୮ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୮୦୫ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ,ଗାଡୱାଲ କାମକୁ  ଗ୍ରାମବାସୀଙ୍କ ବିରୋଧ

ଜୁନାଗଡ଼,୩୦।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଲିଗୁଡା ପଞ୍ଚାୟତ ବୋଦେଲ ଗ୍ରାମରେ ନିର୍ମାଣଧୀନ ପୋଲ, ଗାଡ଼ୱାଲ ନିର୍ମାଣ କାମ ନିମ୍ନମାନରେ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବୋଦେଲ-ବଣିଜରାକୁ...

ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି: ଧାରଣାରେ ବସିଲେ ପୂଜା କମିଟି ସଦସ୍ୟ, ଗ୍ରାମବାସୀ

ଆନନ୍ଦପୁର,୧୦।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ମା’ ଦୁର୍ଗାଙ୍କ ଭସାଣି ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ...

ଜଳପଥରେ ଚାଲିଛି କଙ୍କଡ଼ା ଚାଲାଣ, ଚେଇଁ ଶୋଇଛି ବନବିଭାଗ

ମହାକାଳପଡ଼ା,୧୬ା୧(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ନଦୀ, ନାଳ ଓ ସମୁଦ୍ରରୁ ବେଆଇନ କଙ୍କଡ଼ା ଚାଲାଣ ଚାଲିଛି। ବିଶେଷ କରି ଜଳପଥରେ ଚାଲାଣ ଚାଲି...

ତାରାତାରିଣୀଙ୍କ ଚୈତ୍ର ଯାତ୍ରା ନେଇ ପ୍ରଶାସନର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୦।୩(ଡି.ଏନ୍‌.ଏ.): ଆସନ୍ତା ୧୪ ତାରିଖରୁ ଆରମ୍ଭ ହେଉଛି ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ମଙ୍ଗଳବାର ଯାତ୍ରା। ଏହାକୁ ମାତ୍ର ଆଉ...

ପୁଣି ଚମକିଲେ ସୌରଭ, ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ପଶ୍ଚିମ ଓଡ଼ିଶା ଟପ୍ପର

ଭବାନୀପାଟଣା,୨୭ା୭(ସ୍ବ.ପ୍ର.): ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ପ୍ରଗତି କଲେଜର ଛାତ୍ର ସୌରଭ...

ଦାଦନ ଯାଉନାହାନ୍ତି ୨୦ଶ୍ରମିକ ପରିବାର

ଲାଠୋର,୨ା୧୨(ଡି.ଏନ.ଏ.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ କରୁଛୁ। ଏଥିରୁ ଯାହା ରୋଜଗାର ହେଉଛି ସେଥିରେ ଖୁସିରେ ପରିବାର ଚଳାଉଛୁ। ନିଜ ଭିଟାମାଟିରେ କାମ କରି ଜୀଇଁବାର ଯେଉଁ ଆନନ୍ଦ...

କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟ: ଟର୍ଚ୍ଚ ଲାଇଟ୍‌ରେ ଚିକିତ୍ସା ଅଭିଯୋଗ

କାମାକ୍ଷାନଗର,୨୭ା୧୨ (ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ସେବା କିପରି ଚାଲିଛି ତାହାର ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଏହି ଚିକିତ୍ସାଳୟରେ ଜେନେରେଟର ଓ...

ପୋଖରୀ ହୁଡ଼ାରୁ ମିଳିଲା ନବଜାତ ଶିଶୁର ମୃତଦେହ

ଭବାନୀପାଟଣା,୨୩।୮(ସ୍ବ.ପ୍ର): ନବଜାତ ଶିଶୁକୁ ମାରି ଫିଙ୍ଗିଦେବା ଘଟଣା କଳାହାଣ୍ଡି ଜିଲାରେ ନୂଆନୁହେଁ l ଗତବର୍ଷ କଳାହାଣ୍ଡିର ବିଭିନ୍ନ ସ୍ଥାନରୁ ନଜଜାତ ଶିଶୁଙ୍କ ମୃତଦେହ ଠାବ ହୋଇଥିଲା...

Advertisement
Archives

Model This Week