ବେତନ ବୃଦ୍ଧି ଲାଗି ୯୦% କମ୍ପାନୀଙ୍କ ଯୋଜନା

ନୂଆଦିଲ୍ଲୀ: ଦେଶର ଶିଳ୍ପ କ୍ଷେତ୍ରରେ କାମ କରୁଥିବା କର୍ମଚାରୀଙ୍କ ଲାଗି ଖୁସି ଖବର। ୨୦୨୧ରେ ପ୍ରାୟ ୯୦% କମ୍ପାନୀ ବେତନ ବଢାଇବା ଲାଗି ଯୋଜନା ରଖିଥିବା ଗ୍ଲୋବାଲ ପ୍ରଫେଶନାଲ ସର୍ଭିସ ଫାର୍ମ ଆୟନ ପକ୍ଷରୁ ହୋଇଥିବା ଏକ ସର୍ଭେରେ ପ୍ରକାଶ କରାଯାଇଛି। ସର୍ଭେରେ ଭାଗ ନେଇଥିବା ମୋଟ ୯୭% କମ୍ପାନୀ ୨୦୨୧ରେ ବେତନ ବଢାଇବା ଲାଗି ଯୋଜନା ରଖିଥିବା ରିପୋର୍ଟରେ କୁହାଯାଇଛି। କରୋନା ପ୍ରଭାବ ଯୋଗୁ କମ୍ପାନୀଗୁଡିକ ୨୦୨୦ରେ ଚାପର ବଶବର୍ତ୍ତୀ ହୋଇଛନ୍ତି। ଏହାକୁ ଧ୍ୟାନରେ ରଖି କମ୍ପାନୀଗୁଡିକରେ ବେତନ ବୃଦ୍ଧି ପ୍ରସଙ୍ଗକୁ ଏତେଟା ଗୁରୁତ୍ୱ ଦିଆଯାଉନାହିଁ। ପ୍ରାୟ ୬୧% କମ୍ପାନୀ ୧୦% ଯାଏ ବେତନ ବଢାଇବାକୁ ବିଚାର କରୁଥିବା ରିପୋର୍ଟରେ କୁହାଯାଇଛି। ୨୦୨୦ରେ ଅଧିକାଂଶ କମ୍ପାନୀ ୫% ଭିତରେ ବେତନ ବୃଦ୍ଧି କରିବା ସପକ୍ଷରେ ରହିଥିଲେ। ୨୦୨୦ରେ ହାରାହାରି ବେତନ ବୃଦ୍ଧି ୬.୧% ରହିଥିଲା। ୨୦୨୧ରେ ହାରାହାରି ବେତନ ବୃଦ୍ଧି ୭.୧% ରହିବା ନେଇ ସର୍ଭେରେ କୁହାଯାଇଛି। ସର୍ଭେରେ ୧୦୦୦ରୁ ଊର୍ଦ୍ଧ୍ୱ କମ୍ପାନୀଙ୍କୁ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ଦିଗପହଣ୍ଡିରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ, ସରକାରଙ୍କ ଜନ କଲ୍ୟାଣ ଯୋଜନାରେ ସାମିଲ ପାଇଁ ବିଧାୟକଙ୍କ ଆହ୍ବାନ

ଦିଗପହଣ୍ଡି,୩୦।୬(ଅଶେଷ ନାଥ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଦୁଇବର୍ଷ ପୂର୍ତ୍ତି ଅବସରରେ  ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିକାଶର ଧାରା ଓଡ଼ିଶା ସାରା ବ୍ଲକ ସ୍ତରୀୟ…

ଆମେରିକା ସହ ବୈଷୟିକ ଆଲୋଚନା ହେବ ନାହିଁ: ଇରାନ

ତେହରାନ୍‌,୩୦ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ କରିବା ଲାଗି ଚୁକ୍ତିନାମା କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ନିମନ୍ତେ ଆଗାମୀ ଦିନରେ ଆମେରିକା ଏବଂ ଇରାନର ବୈଷୟିକ ଟିମ୍‌ ମଧ୍ୟରେ ଆଲୋଚନା ହେବା…

ଶିଶୁଙ୍କୁ ADHD ରୁ ରକ୍ଷା କରିପାରେ ମା’ କ୍ଷୀର, ଜାଣନ୍ତୁ କଣ କହୁଛି ନୂଆ ଗବେଷଣା

ନୂଆଦିଲ୍ଲୀ,୩୦।୬ (ପି.ଟି.): ଆଜିକାଲି ଅନେକ କ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ହ୍ରାସ ପାଉଥିବା ଦେଖାଯାଉଛି। କେତେକ ସ୍ଥଳରେ ମା’ର ସ୍ବାସ୍ଥ୍ୟଗତ କାରଣ ଏବଂ…

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri