ତାଇଓ୍ବାନକୁ ଚାଇନାର ଅଂଶ ମାନନ୍ତି ନାହିଁ ୯୦ ପ୍ରତିଶତ…

ତାଇପେଇ, ୨୭।୩ : ଏକ ସର୍ଭେ ରିପୋର୍ଟ ଅନୁସାରେ ପ୍ରାୟ ୯୦ ପ୍ରତିଶତ ଲୋକ ତାଇୱାନ ଲୋକ ତାଙ୍କ ଦେଶକୁ ଚାଇନାର ଅଂଶ ଭାବେ ଗ୍ରହଣ କରନ୍ତି ନାହିଁ। ରେଡିଓ ତାଇୱାନ ଇଣ୍ଟରନ୍ୟାଶନାଲ(ଆରଟିଆଇ)ର ରିପୋର୍ଟ ଆଧାରରେ ତାଇୱାନ ନ୍ୟୁଜ ପକ୍ଷରୁ ଏହି ସର୍ଭେର ଫଳାଫଳ ପ୍ରକାଶ କରିଛି।

ଏହି ସର୍ଭେରେ ଲୋକମାନେ ତାଇୱାନର ବିଶ୍ୱସ୍ତରୀୟ ସ୍ଥିତିକୁ ସୀମିତ ରଖିବା ଏବଂ ଏହାକୁ ଚାଇନା ସାମରିକ ଶକ୍ତି ଧମକ ଦେବାକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ସର୍ବେକ୍ଷଣରୁ ଜଣାପଡିଛି ଯେ ତାଇୱାନ ଶାନ୍ତି ରକ୍ଷା ପାଇଁ ଅନ୍ୟ ଗଣତାନ୍ତ୍ରିକ ରାଷ୍ଟ୍ର ସହ ଅଧିକ ସହଯୋଗ କରିବାକୁ ଚାହୁଁଥିବା ସରକାରଙ୍କୁ ୮୮.୬ ପ୍ରତିଶତ ଲୋକ ଅନୁମୋଦନ କରିଛନ୍ତି।

୭୦ ପ୍ରତିଶତରୁ ଅଧିକ ଲୋକ ଉଚ୍ଚସ୍ତରୀୟ ଟେକ୍ନୋଲୋଜି ବିଶେଷଜ୍ଞମାନଙ୍କୁ ଚାଇନାକୁ ଚାକିରି କରିବାକୁ ନ ଯିବା ଲାଗି ନିୟମ ପ୍ରଣୟନକୁ ସମର୍ଥନ କରିଛନ୍ତି। ସେହିପରି ୭୪.୬ ପ୍ରତିଶତ ଚାଇନା ତାଇୱାନ ସରକାରଙ୍କ ପ୍ରତି ଶତ୍ରୁତା ମନୋଭାବ ପୋଷଣ କରୁଥିବା ବିବେଚନା କରିଛନ୍ତି।

ମତାମତ ସର୍ଭେ ଫଳାଫଳ ଅନୁଯାୟୀ, ତାଇୱାନର ୫୯.୩ ପ୍ରତିଶତ ଲୋକ କହିଛନ୍ତି ଯେ ତାଇୱାନର ଲୋକଙ୍କ ପ୍ରତି ଚାଇନା ଏକ ବନ୍ଧୁତ୍ୱପୂର୍ଣ୍ଣ ମନୋଭାବ ପ୍ରଦର୍ଶନ କରୁନାହିଁ। ୮୦ ପ୍ରତିଶତରୁ ଅଧିକ ଲୋକ ସରକାରଙ୍କ ଆଭିମୁଖ୍ୟ ଗ୍ରହଣ ତାଇୱାନର ଭବିଷ୍ୟତ ଏବଂ ଚାଇନା ସହିତ ସମ୍ପର୍କର ବିକାଶ ଏହାର ୨.୩ କୋଟି ଜନସଂଖ୍ୟାଙ୍କ ହିତକୁ ଦୃଷ୍ଟିରେ ରଖି ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri