୯୦% ମହୁରେ ଚିନିଶିରା ଭଳି ସିରପ୍‌

ଲଣ୍ଡନ,୧୬ା୧୧: ସୁପରମାର୍କେଟଗୁଡ଼ିକରେ ବିକ୍ରି ହେଉଥିବା ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ମହୁ ଭେଜାଲ। ସେଥିରେ ଚିନିଶିରା ଭଳି ଶସ୍ତା ସିରପ୍‌ ମିଶାଯାଉଛି, ଯାହା ପ୍ରକୃତିର ଅମୃତକୁ ନକଲି କରିଦେଇଛି। ଠକମାନେ ଏଥିରୁ ଲାଭ ଉଠାଉଥିବାବେଳେ ମହୁମାଛି ଚାଷୀ ଏବଂ ଜୈବବିବିଧତାକୁ ମୂଲ୍ୟ ଦେବାକୁ ପଡ଼ୁଛି। ଗତ ମାସରେ ହନି ଅଥେଣ୍ଟିସିଟି ନେଟ୍‌ଓ୍ବର୍କ ଦ୍ୱାରା ମହୁର ଡିଏନ୍‌ଏ ପରୀକ୍ଷା କରାଯାଇଥିଲା। ବ୍ରିଟେନ୍‌ର ବୃହତ୍‌ ରିଟେଲରମାନେ ବିକ୍ରି କରୁଥିବା ମହୁ ବୋତଲରୁ ୯୦%ରୁ ଅଧିକ ଚିନିଶିରା ଭଳି ସାମଗ୍ରୀରେ ପୂରଣ ହୋଇଥିବା ଜଣାପଡ଼ିଥିଲା। ସ୍ଥାନୀୟ ବ୍ରିଟିଶ ମହୁମାଛି ଚାଷୀଙ୍କଠାରୁ ସଂଗୃହୀତ ସମସ୍ତ ୫ଟି ନମୁନା ସହ ବଜାର ମହୁ ମେଳ ଖାଇ ନଥିଲା।
ବ୍ରିଟେନ୍‌ରେ ବିକ୍ରି ହେଉଥିବା ମହୁ ଅସୁରକ୍ଷିତ ବୋଲି କୌଣସି ପ୍ରମାଣ ନ ଥିବାରୁ ଏଥିରେ ଜାଲିଆତି ସୁବିଧାଜନକ ବୋଲି ଖାଦ୍ୟ ଗୁଣବତ୍ତା ସଂସ୍ଥା (ଏଫ୍‌ଏସ୍‌ଏ) କହିଛି। ମୁଖ୍ୟତଃ ପ୍ରିମିୟମ ଲେବୁଲ କିମ୍ବା ଜଟିଳ ଯୋଗାଣ ଶୃଙ୍ଖଳା ଥିବା ଉତ୍ପାଦଗୁଡ଼ିକ ଠକମାନଙ୍କୁ ଆକର୍ଷିତ କରିଥାଏ। ସେମାନେ ଚାଉଳ, ବିଟ୍‌ କିମ୍ବା ଅନ୍ୟାନ୍ୟ ଶସ୍ୟରୁ ଶସ୍ତା ସିରପ୍‌ ପ୍ରସ୍ତୁତ କରି ଏହାକୁ ମହୁରେ ମିଶାଇଥାନ୍ତି। ଏହା ମହୁ ଭଳି ଦେଖାଯାଉଥିଲେ ମଧ୍ୟ ଏଥିରେ ସ୍ବାଦ, ପୋଷକ ତତ୍ତ୍ୱ ଏବଂ ଅନନ୍ୟ ଏଞ୍ଜାଇମ୍‌ ନ ଥାଏ। ଅପମିଶ୍ରଣ ଜଣା ନ ପଡ଼ିବା ପାଇଁ ଅତ୍ୟାଧୁନିକ ପଦ୍ଧତି ଆପଣାଯାଇଥାଏ ବୋଲି ବ୍ରିଟିଶ୍‌ ବି’କିପର୍ସ ଆସୋସିଏଶନ କହିଛି। ପ୍ରକୃତ ମହୁ ଟନ୍‌ ପ୍ରତି ମୂଲ୍ୟ ୩,୦୦୦ ଡଲାର ହୋଇଥିବାବେଳେ ସିରପ୍‌ ଦାମ୍‌ ୫୦୦ ଡଲାର। ସେଥିପାଇଁ ମହୁରେ ଅଧିକ ଅପମିଶ୍ରଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?